Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତର୍ଜାତୀୟ ନ୍ୟାୟାଳୟରେ କୁଲଭୂଷଣ ମାମଲା: ଯାଦବଙ୍କୁ ମୃତ୍ୟୁଦଣ୍ଡ ମାନବ ଅଧିକାରର ହନନ: ସାଲଭେ
ଆଜିର ଖବର

ଅନ୍ତର୍ଜାତୀୟ ନ୍ୟାୟାଳୟରେ କୁଲଭୂଷଣ ମାମଲା: ଯାଦବଙ୍କୁ ମୃତ୍ୟୁଦଣ୍ଡ ମାନବ ଅଧିକାରର ହନନ: ସାଲଭେ

February 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାକିସ୍ତାନ ଜେଲରେ ଥିବା ଭାରତୀୟ ନାଗରିକ କୁଳଭୂଷଣ ଯାଦବ ମାମଲାରେ ଆଜି ଅନ୍ତର୍ଜାତୀୟ ନ୍ୟାୟାଳୟରେ ଶୁଣାଣି ଆରମ୍ଭ ହୋଇଛି । ଭାରତ ପକ୍ଷରୁ ବରିଷ୍ଠ ଓକିଲ ହରିଶ ସାଲଭେ ଏହି ମାମଲା ଲଢୁଛନ୍ତି । ଏହି ମାମଲାରେ ନିଜର ଯୁକ୍ତି ରଖି ସାଲଭେ କହିଛନ୍ତି ଯେ, ପାକିସ୍ତାନ  ଭିଏନା ସନ୍ଧିର ଉଲ୍ଲଙ୍ଘନ କରିଛି ଏବଂ ୧୩ ଥର ଗୁହାରି କରିବା ପରେ ମଧ୍ୟ କୁଲଭୂଷଣ ଯାଦବଙ୍କୁ ନିଜର ଓକିଲ ରଖିବାକୁ ଦିଆଗଲା ନାହିଁ । ଯାଦବଙ୍କୁ ଗିରଫଦାରିକୁ ବେଆଇନ ଘୋଷଣା କରାଯାଉ । ତାଙ୍କୁ ଦିଆଯାଇଥିବା ମୃତ୍ୟୁଦଣ୍ଡ ମାନବ ଅଧିକାରର ହନନ, କାରଣ ତାଙ୍କୁ ନିଜର ପକ୍ଷ ରଖିବାକୁ କୌଣସି ସୁଯୋଗ ଦିଆଯାଇନାହିଁ । ଏପରିକି କେଉଁ ଅପରାଧରେ ତାଙ୍କୁ ଗିରଫ କରି ମୃତ୍ୟୁଦଣ୍ଡ ଦିଆଯାଇଛି ତାହା ଠିକ ଭାବେ ପାକିସ୍ତାନ ଜଣାଇପାରୁନାହିଁ ବୋଲି ସେ କହିଛନ୍ତି । ଭାରତୀୟ ନୌସେନାର ଅବସରପ୍ରାପ୍ତ ଅଧିକାରୀ ଯାଦବଙ୍କୁ ପାକିସ୍ତାନର ସୈନ୍ୟ ଅଦାଲତ ଗୁପ୍ତଚର ଓ ଆତଙ୍କବାଦ ଆରୋପରେ ୨୦୧୭ ଏପ୍ରିଲରେ ମୃତ୍ୟୁ ଦଣ୍ଡ ଶୁଣାଇଥିଲା । ଭାରତ ୨୦୧୭ ମେ ୮ରେ ଆଇସିଜେରେ ମାମଲା ଉଠାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026
Latest News

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.