Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେବାଳିଆ ସରକାରଙ୍କ ଦେବାଳିଆ ବଜେଟ୍‌ : ଅଖିଳେଶ ଯାଦବ
ଆଜିର ଖବର

ଦେବାଳିଆ ସରକାରଙ୍କ ଦେବାଳିଆ ବଜେଟ୍‌ : ଅଖିଳେଶ ଯାଦବ

February 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶ : ଆଜି ମୋଦି ସରକାରଙ୍କ ଦ୍ବିତୀୟ କାର୍ଯ୍ୟକାଳରେ ଦଶନ୍ଧିର ପ୍ରଥମ ବଜେଟ୍‌କୁ ଉପସ୍ଥାପନ କରାଯାଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦ୍ବିତୀୟ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ 2020କୁ ନେଇ ବିରୋଧୀ ମାନେ ପ୍ରତିକ୍ରିୟା ରଖିଛନ୍ତି । ଅର୍ଥବ୍ୟବସ୍ଥାର ବିଗିଡିଥିବା ପରିସ୍ଥିତିରେ ରହିଥିବା ଚ୍ୟାଲେଞ୍ଜଙ୍କୁ ସାମ୍ନା କରୁଥିବା ମୋଦି ସରକାରଙ୍କୁ ବିରୋଧୀ ମାନେ ଘେରିଛନ୍ତି । ଏହି କ୍ରମରେ ଉତ୍ତରପ୍ରଦେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଚଳିତ ବଜେଟ୍‌କୁ ନେଇ କହିଛନ୍ତି ଯେ, ଦେବାଳିଆ ସରକାରଙ୍କ ଦେବାଳିଆ ବଜେଟ୍‌ । ବିଜେପି ଅର୍ଥବ୍ୟବସ୍ଥା ସଜାଡିବାରେ ବିଫଳ ରହୁଛି । ୟୁପିରେ ବିଜେପି ସରକାର ରହିଛି, କିନ୍ତୁ ନିବେଶ ନାମରେ ଏଠି କିଛି ହେବାର ନାହିଁ ରୋଜଗାର କେମିତି ହେବ। ମୋଦି ସରକାର ବେରୋଜଗାର ସମସ୍ୟାକୁ କିପରି ଦୂର କରିବେ । ଏହି ବଜେଟ୍‌କୁ ମୁଖ୍ୟ ପ୍ରସଙ୍ଗରୁ ଧ୍ୟାନ ହଟାଇବା ପାଇଁ ଉଦ୍ଦିଷ୍ଟ । ସେହିପରି ଅଭିଷେକ ମନୁ ସିଂଘଭୀ ମଧ୍ୟ ବଜେଟ୍‌କୁ ନେଇ ସମାଲୋଚନା କରିଛନ୍ତି । ସେହିପରି କଂଗ୍ରେସ ଅନ୍ୟତମ ବରିଷ୍ଠ ନେତା ଆନନ୍ଦ ଶର୍ମା କହିଛନ୍ତି ଯେ, ନିର୍ମଳା ସୀତାରମଣ ବଜେଟର ଗଣିତ ବୁଝାଇବାରେ ଅସଫଳ ରହିଛନ୍ତି । (ଏଜେନ୍ସି)

akhileshyadav Budget2020
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026
Latest News

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.