Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଜେଟ୍‌ ମୁଖ୍ୟାଂଶ : 1150ଟି ନୂତନ ଟ୍ରେନ୍‌ ଚଳାଚଳ ନେଇ ଘୋଷଣା
ଆଜିର ଖବର

ବଜେଟ୍‌ ମୁଖ୍ୟାଂଶ : 1150ଟି ନୂତନ ଟ୍ରେନ୍‌ ଚଳାଚଳ ନେଇ ଘୋଷଣା

February 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଶନିବାର ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ୍‌ ଉପସ୍ଥାପନ କରିଛନ୍ତି । ଭାରତୀୟ ରେଳବାଇର ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ଡିଜିଟାଲ୍‌ ଇଣ୍ଡିଆ ଯୋଜନାରେ ଓ୍ବାଇଫାଇ ଏବଂ ଅନ୍ୟାନ୍ୟ ଆନୁଷାଙ୍ଗିକ 550 ବ୍ୟବସ୍ଥା ପ୍ରଚଳନ ନେଇ ଘୋଷଣା କରାଯାଇଛି । ବିଭିନ୍ନ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳକୁ ଦ୍ରୁତଗାମୀ ଟ୍ରେନ୍‌ ତେଜସ୍‌ ଜରିଆରେ ସଞ୍ଜୋଗ କରାଯିବ । ମୁମ୍ବାଇ ଏବଂ ଅହମ୍ମଦାବାଦ ମଧ୍ୟରେ ଏକ ଦ୍ରୁତଗାମୀ ଟ୍ରେନ୍‌ ଚଳାଚଳ ନେଇ ଘୋଷଣା କରାଯାଇଛି । ଘରୋଇ ଟ୍ରେନ୍‌ ଚଳାଚଳ କ୍ଷେତ୍ରରେ 1150ଟି ନୂତନ ଟ୍ରେନ୍‌ ଚଳାଚଳ କରାଯିବ ବୋଲି ଘୋଷଣା କରାଯାଇଛି । ସେହିପରି ବିଭିନ୍ନ କୃଷିଜାତ ସାମଗ୍ରୀର ପରିବହନ ନିମନ୍ତେ କିଷାନ ରେଲ ସେବାର ପ୍ରଚଳନ ନିମନ୍ତେ ଘୋଷଣା କରାଯାଇଛି । 2700 କିମିର ରେଳପଥ ବିଦ୍ୟୁତୀକରଣ ନେଇ ବଜେଟରେ ଘୋଷଣା କରାଯାଇଛି ।

ବ୍ୟାଙ୍କ୍‌ ଜମାକାରୀଙ୍କୁ ଅଧିକ ସୁରକ୍ଷା ପାଇଁ ଜମାକାରୀଙ୍କ ଜମା ରାଶିକୁ ଅଧିକ ସୁରକ୍ଷିତ କରିବାକୁ ସରକାରଙ୍କ ପକ୍ଷରୁ ନୂତନ ଘୋଷଣା କରାଯାଇଛି । ଏହିକ୍ରମରେ 1 ଲକ୍ଷ ଟଙ୍କା ଯାଏ ମିଳୁଥିବା ବୀମା ରାଶିକୁ 5ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସମ୍ପ୍ରସାରିତ କରାଯାଇଛି । ଏହାଦ୍ଵାରା ଯଦି ବ୍ୟାଙ୍କ୍‌ ଦେବାଳିଆ ଘୋଷିତ ହୁଏ ତେବେ ସମ୍ପୃକ୍ତ ବ୍ୟାଙ୍କ ଗ୍ରାହକଙ୍କୁ 5 ଲକ୍ଷ ଟଙ୍କା ଜମାରାଶି ଯାଏ ଅର୍ଥ ଫେରାଇବାକୁ ବାଧ୍ୟ ହେବ ।

banking Budget2020 nirmalasitharaman railway
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.