Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଭୟା ଦୁଷ୍କର୍ମ ମାମଲା : ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦିଆଯାଇପାରିବ
ଆଜିର ଖବର

ନିର୍ଭୟା ଦୁଷ୍କର୍ମ ମାମଲା : ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦିଆଯାଇପାରିବ

February 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦିଆଯାଇ ପାରିବ ବୋଲି ସୁପ୍ରିମକୋର୍ଟଙ୍କ ପକ୍ଷରୁ ଦିଲ୍ଲୀ ହାଇକୋର୍ଟଙ୍କୁ କୁହାଯାଇଛି । ଶନିବାର ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏହି ସୂଚନା ଦେଇଛନ୍ତି । ଜଷ୍ଟିସ୍‌ ସୁରେଶ କୁମାର କେତ୍‌ ଏହି ମାମଲାର ବିଚାର କରିଛନ୍ତି । ମୃତ୍ୟୁ ସୁନିଶ୍ଚିତ ବୋଲି ଜାଣିବା ପରେ ଜଣେ ବ୍ୟକ୍ତିଙ୍କୁ ରଖିବା ଅମାନବିକ ବୋଲି ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ବିଚାରପତିଙ୍କ ନିକଟରେ ଯୁକ୍ତି ରଖିଥିଲେ । ମୁକେଶର ଫାଶୀ ପାଇବା ରାସ୍ତା ପ୍ରଶସ୍ତ ହୋଇଥିବା ବେଳେ ପଓ୍ବନ୍‌ ପକ୍ଷରୁ ରାଜକ୍ଷମା କିମ୍ବା କ୍ୟୁରେଟିଭ୍‌ ଯାଚିକା ଦାଖଲ କରାଯାଇନାହିଁ । ଏହି ଦୁଇ ଜଣଙ୍କୁ ଅଲଗା ଫାଶୀ ଦିଆ ଯାଇପାରିବ ବୋଲି ମେହେଟ୍ଟା ଯୁକ୍ତି କରିଥିଲେ । ସେହିପରି ଶୁକ୍ରବାର ଦିନ ରାୟ ପ୍ରଦାନ ସମୟରେ କୋର୍ଟ ବନ୍ଦୀ ଅଧିନିୟମ 834ର ଉଲ୍ଲଂଘନ କରିଛନ୍ତି ବୋଲି ମେହେଟ୍ଟା ପ୍ରକାଶ କରିଛନ୍ତି । (ଏଜେନ୍ସୀ)

delhihighcourt nirbhaya supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026
Latest News

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.