Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଡ଼ିରେ ହାଜର ହେଲେ ମାଇକ୍ରୋ ଫାଇନାନ୍ସର ପୂର୍ବତନ ଏମ୍‌ଡି
ଆଜିର ଖବର

ଇଡ଼ିରେ ହାଜର ହେଲେ ମାଇକ୍ରୋ ଫାଇନାନ୍ସର ପୂର୍ବତନ ଏମ୍‌ଡି

February 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

୨୦୧୪ ଡିସେମ୍ବରରେ ଗିରଫ ହୋଇଥିବା ମାଇକ୍ରୋ ଫାଇନାନ୍ସର ପୂର୍ବତନ ଏମ୍‌ଡି ଦୁର୍ଗା ପ୍ରସାଦ ମିଶ୍ର ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିକଟରେ ହାଜର ହୋଇଛନ୍ତି। ଦୁର୍ଗ ପ୍ରସାଦଙ୍କୁ ବେଆଇନ ଅର୍ଥ କାରବାର ନେଇ ପଚରାଉଚରା କରାଯାଉଛି। ପୂର୍ବରୁ ସିବିଆଇ ଦ୍ୱାରା ଦୁର୍ଗା ପ୍ରସାଦ ଗିରଫ ହୋଇ ଜାମିନ୍‌ରେ ଥିବା ନେଇ ସୂଚନା ଅଛି। ସୂଚନାଯୋଗ୍ୟ, ବହୁ ଚର୍ଚ୍ଚିତ ମାଇକ୍ରୋ ଫାଇନାନ୍ସ ଚିଟପଣ୍ଡ ଠକେଇ ମାମଲାରେ ଦୁର୍ଗା ପ୍ରସାଦ ମିଶ୍ରଙ୍କୁ ୩ବର୍ଷ ଜେଲଦଣ୍ଡାଦେଶ ହୋଇଥିଲା। ଏଥିସହିତ ଭୁବନେଶ୍ୱର ସ୍ୱତନ୍ତ୍ର ସିବିଆଇ କୋର୍ଟ ଏହି ମାମଲାର ବିଚାର କରି ମିଶ୍ରଙ୍କୁ ଜମାକାରୀଙ୍କ କ୍ଷତିପୂରଣ ଲାଗି ୨୧୫କୋଟି ଟଙ୍କା ଫେରସ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମାଇକ୍ରୋ ଫାଇନାନ୍ସ ଓଡ଼ିଶାର ଅନେକ ଜମାକାରୀଙ୍କଠାରୁ ୫ଶହ କୋଟିରୁ ଊର୍ଧ୍ୱ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧୭ରୁ ଆରମ୍ଭ ହେବ ‘ସ୍ୱଚ୍ଛତା ହିଁ ସେବା ୨୦୨୫’

September 16, 2025

ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ “ଧନ୍ୟବାଦ ମୋଦି” କାର୍ଯ୍ୟକ୍ରମ

September 16, 2025

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025
Latest News

ସେପ୍ଟେମ୍ବର ୧୭ରୁ ଆରମ୍ଭ ହେବ ‘ସ୍ୱଚ୍ଛତା ହିଁ ସେବା ୨୦୨୫’

September 16, 2025

ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ “ଧନ୍ୟବାଦ ମୋଦି” କାର୍ଯ୍ୟକ୍ରମ

September 16, 2025

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025

‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ଉଦଘାଟିତ

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.