Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିପ୍ଳବୀ କବି ରବି ସିଂଙ୍କ ବିୟୋଗରେ ଗଭୀର ଶୋକ ପ୍ରକଟ କଲେ ମୁଖ୍ୟମନ୍ତ୍ରୀ : ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ରବି ସିଂଙ୍କ ଶେଷକୃତ୍ୟ
ଆଜିର ଖବର

ବିପ୍ଳବୀ କବି ରବି ସିଂଙ୍କ ବିୟୋଗରେ ଗଭୀର ଶୋକ ପ୍ରକଟ କଲେ ମୁଖ୍ୟମନ୍ତ୍ରୀ : ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ରବି ସିଂଙ୍କ ଶେଷକୃତ୍ୟ

February 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବି ରବି ସିଂଙ୍କ ବିୟୋଗରେ ଗଭୀର ଶୋକ ପ୍ରକଟ କରିଛନ୍ତି । ଜଣେ ପ୍ରତିଭାଶାଳୀ ତଥା ବିପ୍ଳବୀ କବି ରୂପରେ ପରିଚିତ ରବି ସିଂଙ୍କ ମୃତ୍ୟରେ ଓଡ଼ିଆ ଆଧୁନିକ ସାହିତ୍ୟରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ବୋଲି କହିବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାର ଲୋକପ୍ରିୟ କବି ରବି ସିଂଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।  ଓଡ଼ିଆ ସାହିତ୍ୟ ପ୍ରତି କବିଙ୍କର ଅବଦାନ ଅତୁଳନୀୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

naveenpattanik rabisingh
Share. Facebook Twitter LinkedIn Email WhatsApp Copy Link

Related Posts

ନୟାଗଡ଼: ବାସସ୍ଥାନ ଯୋଜନାରୁ ବଞ୍ଚିତ ଦିନ ମଜୁରିଆଙ୍କ ପାଲ ତଳେ କଟୁଛି ଜୀବନ

July 18, 2026

ସୋନମ ୱାଙ୍ଗଚୁକଙ୍କୁ ହଟାଇବା ପରେ ଆମରଣ ଅନଶନରେ ବସିଲେ ଅଭିଜିତ ଦୀପକେ

July 18, 2026

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ: ଆଦୌ କରନ୍ତୁ ନାହିଁ ଅଣଦେଖା

July 18, 2026

ଏମ୍ସ ଭୁବନେଶ୍ବର ଷଷ୍ଠ ସମାବର୍ତ୍ତନ ଉତ୍ସବ: ୩୨ ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯିବ ୬୧ ସ୍ୱର୍ଣ୍ଣ ପଦକ

July 18, 2026
Latest News

ରୁଷୀୟ ତୈଳ କ୍ରୟ ଉପରେ ୧୦୦% ଶୁଳ୍କ ଲାଗୁ କରିବ ଆମେରିକା?: ଜାଣନ୍ତୁ ଭାରତର ଜବାବ

July 18, 2026

ନୟାଗଡ଼: ବାସସ୍ଥାନ ଯୋଜନାରୁ ବଞ୍ଚିତ ଦିନ ମଜୁରିଆଙ୍କ ପାଲ ତଳେ କଟୁଛି ଜୀବନ

July 18, 2026

ସୋନମ ୱାଙ୍ଗଚୁକଙ୍କୁ ହଟାଇବା ପରେ ଆମରଣ ଅନଶନରେ ବସିଲେ ଅଭିଜିତ ଦୀପକେ

July 18, 2026

ସୋନମ ୱାଙ୍ଗଚୁକ୍‌ଙ୍କୁ ଉଠାଇନେଲା ପୋଲିସ: କଡ଼ା ପ୍ରତିକ୍ରିୟା ରଖିଲେ ପତ୍ନୀ

July 18, 2026

ଫିଫା ବିଶ୍ୱକପ୍-୨୦୨୬: ସ୍ପେନ୍ ନା ଆର୍ଜେଣ୍ଟିନା, କିଏ ହେବ ଚାମ୍ପିଅନ୍?, ଜାଣନ୍ତୁ ସମସ୍ତ ବିବରଣୀ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.