Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ବିଧାନସଭା ନିର୍ବାଚନ 2020 : ଘୋଷଣାପତ୍ର ଜାରି କଲା କଂଗ୍ରେସ
ଆଜିର ଖବର

ଦିଲ୍ଲୀ ବିଧାନସଭା ନିର୍ବାଚନ 2020 : ଘୋଷଣାପତ୍ର ଜାରି କଲା କଂଗ୍ରେସ

February 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସିଲାଣି । ସମସ୍ତ ଦଳ ନିଜ ନିଜ ପ୍ରସ୍ତୁତିରେ ଲାଗି ପଡିଛନ୍ତି । ଆଜି କଂଗ୍ରେସ ଦଳ ଦିଲ୍ଲୀ ନିର୍ବାଚନ ପାଇଁ ଘୋଷଣାପତ୍ର ଜାରି କରିଛି । ଦିଲ୍ଲୀ କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷ ସୁଭାଷ ଚୋପ୍ରା, ଦଳର ନେତା ଆନନ୍ଦ ଶର୍ମା ଓ ଅଜୟ ମାକନ୍‌ଙ୍କ ଉପସ୍ଥିତିରେ କଂଗ୍ରେସ ଦିଲ୍ଲୀ ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କରିଛି। କଂଗ୍ରେସ ଏହି ଘୋଷଣାପତ୍ରରେ 300 ୟୁନିଟ୍‌ ମାଗଣା ବିଜୁଳି ଦେବାର ପ୍ରତିଶ୍ରୁତି ଦେଇଛି । ଏହା ସହିତ ଯୁବା ସ୍ବାଭିମାନ ଯୋଜନା ଆଧାରରେ ସ୍ନାତକ ଯୁବକଙ୍କୁ ମାସିକ ପାଞ୍ଚ ହଜାର ଟଙ୍କାର ବେରୋଜଗାରୀ ଭତ୍ତା ଦେବା ପାଇଁ ଘୋଷଣା କରିଥିବାବେଳେ ସ୍ନାତକୋତ୍ତର ଯୁବକଙ୍କ ପାଇଁ 7,500ଟଙ୍କା ଭତ୍ତାର ଘୋଷଣା କରିଛି । କଂଗ୍ରେସ ଦିଲ୍ଲୀରେ 100 ଇନ୍ଦିରା କ୍ୟାଣ୍ଟିନ୍‌ ଖୋଲିବାର ମଧ୍ୟ ପ୍ରତିଶ୍ରୁତି ରଖିଛି । ଏହି କ୍ୟାଣ୍ଟିନ୍‌ରେ 15 ଟଙ୍କାରେ ଖାଦ୍ୟ ଦିଆଯିବା ବୋଲି ସୂଚନା ରହିଛି । ସେହିପରି ଏହି କ୍ୟାଣ୍ଟିନ୍‌କୁ ମହିଳାଙ୍କ ଦ୍ବାରା ପରିଚାଳିତ ହେବ ।  ସେହିପରି ଦିଲ୍ଲୀରେ ରହିଥିବା କଚ୍ଚା କଲୋନୀଙ୍କୁ ଆଗାମୀ ପାଞ୍ଚବର୍ଷରେ ବିକଶିତ କରିବାର ଯୋଜନା ରହିଛି ଏହି ଘୋଷଣାପତ୍ରରେ । (ଏଜେନ୍ସି)

Congress manifesto
Share. Facebook Twitter LinkedIn Email WhatsApp Copy Link

Related Posts

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026
Latest News

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.