Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫେବୃଆରୀ 19ରୁ ମାଟ୍ରିକ୍‌ ପରୀକ୍ଷା :  ଚଳିତ ବର୍ଷ ପରୀକ୍ଷା ଦେବେ 5 ଲକ୍ଷ 60 ହଜାର 891ଜଣ ପରୀକ୍ଷାର୍ଥୀ
ଆଜିର ଖବର

ଫେବୃଆରୀ 19ରୁ ମାଟ୍ରିକ୍‌ ପରୀକ୍ଷା :  ଚଳିତ ବର୍ଷ ପରୀକ୍ଷା ଦେବେ 5 ଲକ୍ଷ 60 ହଜାର 891ଜଣ ପରୀକ୍ଷାର୍ଥୀ

February 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

କଟକ : ଚଳିତ ବର୍ଷ ଫେବୃଆରୀ 19ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ । ଚଳିତ ଥର 5 ଲକ୍ଷ 60 ହଜାର 891 ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ଏହା ମାର୍ଚ୍ଚ ଦୁଇ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ।  ପରୀକ୍ଷା ନିମନ୍ତେ 307 ନୋଡାଲ ସେଣ୍ଟର ଓ 2888 ପରୀକ୍ଷା କେନ୍ଦ୍ର ଧାର୍ଯ୍ୟ ହୋଇଛି ।  ସମ୍ବେଦନଶୀଳ 1ହଜାର କେନ୍ଦ୍ରରେ ସିସିଟିଭି ଲଗାଇବା ପାଇଁ କାର୍ଯ୍ୟ ଜାରି କରାଯାଇଛି । 22 ପୋଲିସ ଷ୍ଟେସନକୁ ମଧ୍ୟ ନୋଡାଲ ସେଣ୍ଟର କରିବାକୁ ନିଷ୍ପତ୍ତି ହୋଇଛି ।  ପରୀକ୍ଷା ପାଇଁ ତ୍ରିସ୍ତରୀୟ ସ୍କ୍ୱାର୍ଡ଼ ବ୍ୟବସ୍ଥା ମଧ୍ୟ କରାଯାଇଛି । ନୋଡାଲ ସେଣ୍ଟର ଗୁଡ଼ିକରେ 24 ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କରାଯିବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି । ସମସ୍ତ ପରୀକ୍ଷା ସକାଳ 10ଟାରୁ 12.30ଯାଏଁ ହେବ । କେବଳ ଗଣିତ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ ଅଧିକ 15 ମିନିଟ୍‌ ସମୟ ମିଳିବ ।

bse matricexam
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026
Latest News

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.