Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ଡଙ୍ଗାବୁଡି ଘଟଣା : ତିନି ଡଙ୍ଗା ମାଲିକଙ୍କୁ ଗିରଫ କଲା ପୋଲିସ୍‌
ଆଜିର ଖବର

ଚିଲିକା ଡଙ୍ଗାବୁଡି ଘଟଣା : ତିନି ଡଙ୍ଗା ମାଲିକଙ୍କୁ ଗିରଫ କଲା ପୋଲିସ୍‌

February 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଲୁଗାଁ :  ଚିଲିକା ଡଙ୍ଗାବୁଡି ଘଟଣାରେ ତିନି ଡଙ୍ଗା ମାଲିକଙ୍କୁ ଗିରଫ କରାଯାଇଛି । ଗତକାଲି ଚିଲିକା ମଝିରେ ଡଙ୍ଗା  ବୁଡିଯିବା ଘଟଣାରେ ଡଙ୍ଗା ମାଲିକଙ୍କୁ ବାଲୁଗାଁ ପୋଲିସ ଗିରଫ କରିଛି । କାଳିଜାଇରୁ ଭୋଜି ସାରି ଫେରୁଥିବାବେଳେ ଗୋଟିଏ ଡଙ୍ଗା ବୁଡିଥିଲା । ପଛରେ ଆସୁଥିବା ଅନ୍ୟ ଏକ ଡଙ୍ଗା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲା । ଡଙ୍ଗା ବୁଡିବା ପରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆଜି ଆଜି ବାଲୁଗାଁ ଫିସେରୀ ଡିଏଫ୍‌ଓ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆସନ୍ତା କାଲିଠାରୁ ସମସ୍ତ ଡଙ୍ଗାର କାଗଜପତ୍ର ଯାଞ୍ଚ କରିବାକୁ ନିଷତ୍ତି ନିଆଯାଇଛି । ଗତକାଲି ଚିଲିକାଠାରେ ବୁଡି ଯାଇଥିବା ଡଙ୍ଗାରେ ଆବଶ୍ୟକତାଠାରୁ ଅଧିକ ସଂଖ୍ୟକ ଯାତ୍ରୀ ରହିବା କାରଣରୁ ଡଙ୍ଗାଟି ଭାରସାମ୍ୟ ହରାଇ ବୁଡି ପଡିଥିଲା।

ଚିଲିକା ଡଙ୍ଗାବୁଡି ମାଲିକ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026
Latest News

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.