Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୟଙ୍କର ସ୍ଥିତିରେ କରୋନା : ଚୀନ୍‌ରେ ମୃତ୍ୟୁସଂଖ୍ୟା 400 ଟପିଲା
ଆଜିର ଖବର

ଭୟଙ୍କର ସ୍ଥିତିରେ କରୋନା : ଚୀନ୍‌ରେ ମୃତ୍ୟୁସଂଖ୍ୟା 400 ଟପିଲା

February 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚୀନରେ କରୋନା ଭାଇରସ ଆହୁରି ଅଧିକ କାୟା ମେଲାଇଛି । ଏହି ଭାଇରସ ଯୋଗୁଁ ମୃତ୍ୟୁ ସଂଖ୍ୟା ୪୨୫ରେ ପହଞ୍ଚିଛି । ଏଥିରୁ ଗତ ୨୪ ଘଣ୍ଟାରେ ୬୪ ଜଣ ଶିକାର ହୋଇଥିବା ବେଳେ ଏଯାଏଁ ମୋଟ ୨୦ ହଜାର ୪୦୦ ଲୋକ ସଂକ୍ରମଣର ଶିକାର ହୋଇଥିବା ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଜଣାପଡ଼ିଛି । ଏଥିପାଇଁ ବିଶ୍ୱ  ସ୍ବାସ୍ଥ୍ୟ ସଂଗଠନର ନେତୃତ୍ୱରେ ଏକ ଅନ୍ତର୍ଜାତୀୟ ବିଶେଷଜ୍ଞ ଦଳ ଚଳିତ ସପ୍ତାହରେ ଚୀନ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବ। ବିଶ୍ୱର ୨୭ଟି ଦେଶକୁ କରୋନା ଭାଇରସ ବ୍ୟାପିଥିବା ଜଣାପଡ଼ିଛି । ଚୀନରେ ରହୁଥିବା ବିଦେଶୀ ନାଗରିକ ଓ ଛାତ୍ରମାନେ ସ୍ବଦେଶକୁ ଫେରୁଛନ୍ତି। ଅନ୍ୟପକ୍ଷରେ ଭାରତ, ଆମେରିକା, ଜାପାନ, ଋଷିଆ, ପାକିସ୍ତାନ, ନେପାଳ, ବ୍ରିଟେନ ଆଦି ଦେଶଗୁଡ଼ିକ ଚୀନକୁ ବିମାନ ଉଡ଼ାଇବା କିଛି ଦିନ ପାଇଁ କଟକଣା ଜାରି କରିଛନ୍ତି ।  ସେହିପରି କରୋନା ଭାଇରସକୁ କେରଳ ସରକାର ରାଜ୍ୟ ବିପତ୍ତି ଘୋଷଣା କରିଛନ୍ତି । କେରଳରେ 3ଜଣ ଏହି ଭୟଙ୍କର ଭୂତାଣୁରେ ଆକ୍ରାନ୍ତ ହୋଇଥିବାର ଚିହ୍ନଟ ହୋଇଛନ୍ତି । ଏହା ବ୍ୟାପିବାର ଆଶଙ୍କା ଥିବାରୁ କେରଳ ସରକାର ଆଜି ଏଥିପାଇଁ ରାଜ୍ୟ ବିପତ୍ତି ଘୋଷଣା କରିଛନ୍ତି। ଆକ୍ରାନ୍ତଙ୍କୁ  କାସାରାଗୋଡ ହସ୍ପିଟାଲ୍‌ରେ ଚିକିତ୍ସା କରାଯାଉଛି ।

china coronavirus keral
Share. Facebook Twitter LinkedIn Email WhatsApp Copy Link

Related Posts

କୋଷ୍ଟାଲ ରୋଡରେ ଭୟଙ୍କର ଦୁର୍ଘଟଣା: ରେଲିଂ ଭାଙ୍ଗି ପୋଲ ତଳକୁ ଖସିଲା BMW, ୩ ମୃତ

September 20, 2026

କପିଲ ସିବଲଙ୍କୁ କାହିଁକି ନୋଟିସ ପଠାଇଲେ ନିର୍ବାଚନ କମିଶନ?: ଜାଣନ୍ତୁ କାରଣ

September 20, 2026

ଖୁବ୍‌ଶୀଘ୍ର ହେବ ମହାନଦୀ ଜଳ ବିବାଦର ସମାଧାନ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

September 20, 2026

ବିରାଟ ଏବଂ ରୋହିତଙ୍କ ସ୍ୱତନ୍ତ୍ର କ୍ଲବରେ ସାମିଲ ହେଲେ ଶେଫାଲି ବର୍ମା 

September 20, 2026
Latest News

କୋଷ୍ଟାଲ ରୋଡରେ ଭୟଙ୍କର ଦୁର୍ଘଟଣା: ରେଲିଂ ଭାଙ୍ଗି ପୋଲ ତଳକୁ ଖସିଲା BMW, ୩ ମୃତ

September 20, 2026

କପିଲ ସିବଲଙ୍କୁ କାହିଁକି ନୋଟିସ ପଠାଇଲେ ନିର୍ବାଚନ କମିଶନ?: ଜାଣନ୍ତୁ କାରଣ

September 20, 2026

ଖୁବ୍‌ଶୀଘ୍ର ହେବ ମହାନଦୀ ଜଳ ବିବାଦର ସମାଧାନ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

September 20, 2026

ବିରାଟ ଏବଂ ରୋହିତଙ୍କ ସ୍ୱତନ୍ତ୍ର କ୍ଲବରେ ସାମିଲ ହେଲେ ଶେଫାଲି ବର୍ମା 

September 20, 2026

ସାକ୍ଷରତାର ନୂଆ ସକାଳ: ରଣପୁରରେ ଉଲ୍ଲାସ ପରୀକ୍ଷା, ସାମିଲ ହେଲେ ୬ ହଜାର ପରୀକ୍ଷାର୍ଥୀ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.