Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମର ପ୍ରିୟଙ୍କାରାଣୀଙ୍କ ପରିବାର ଓ ଡାକ୍ତରୀ ଦଳଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଗଞ୍ଜାମର ପ୍ରିୟଙ୍କାରାଣୀଙ୍କ ପରିବାର ଓ ଡାକ୍ତରୀ ଦଳଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

February 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର :

ଅଙ୍ଗଦାନ ପରି ମହତ କାର୍ଯ୍ୟ କରିଥିବା ଗଞ୍ଜାମର ପ୍ରିୟଙ୍କାରାଣୀଙ୍କ ପରିବାର ଓ କଟକ ଏସସିବିରେ ପ୍ରଥମ ଥର ମୃତ୍ୟୁକାଳୀନ କିଡ୍‌ନୀ ପ୍ରତ୍ୟାରୋପଣ ସଫଳ କରିଥିବା ଡାକ୍ତରୀ ଦଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ପ୍ରିୟଙ୍କାରାଣୀଙ୍କ ପରିବାର ଲୋକଙ୍କ ବଳିଦାନ ଓ ଡାକ୍ତରମାନଙ୍କ ନିଷ୍ଠାପର ଉଦ୍ୟମ ଯୋଗୁଁ ଓଡ଼ିଶାରେ ଅଙ୍ଗଦାନ ଓ ଆଧୁନିକ ଚିକିତ୍ସାରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଗତକାଲି ରାତ୍ରିରେ ଏସ୍‌ସିବିରେ ଜଣେ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କଠାରେ ଭୁବନେଶ୍ବରର ଆପୋଲ୍‌ରେ ବ୍ରେନ୍‌ଡେଡ୍‌ ହୋଇସାରିଥିବା ପ୍ରିୟଙ୍କାରାଣୀଙ୍କ କିଡ୍‌ନୀଙ୍କୁ ନେଇ ସଫଳତାର ସହ ପ୍ରତ୍ୟାରୋପଣ କରାଯାଇପାରିଥିଲା ।

ଅଙ୍ଗଦାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026
Latest News

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026

ଇତିହାସର ପୁନରାବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ବିନା ଲୋକସଭାରେ ଧନ୍ୟବାଦ ପ୍ରସ୍ତାବ ଗୃହୀତ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.