Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାନ୍ଧୀଙ୍କୁ ନେଇ ବିବାଦୀୟ ବୟାନ : ପ୍ରତିବାଦରେ ବିରୋଧୀ ଦଳଙ୍କ କକ୍ଷତ୍ୟାଗ
ଆଜିର ଖବର

ଗାନ୍ଧୀଙ୍କୁ ନେଇ ବିବାଦୀୟ ବୟାନ : ପ୍ରତିବାଦରେ ବିରୋଧୀ ଦଳଙ୍କ କକ୍ଷତ୍ୟାଗ

February 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ନେଇ ବିଜେପି ସାଂସଦଙ୍କ ବିବାଦୀୟ ବୟାନକୁ ନେଇ ବିରୋଧୀ ଦଳ କକ୍ଷତ୍ୟାଗ କରିଛନ୍ତି । କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳ ମାନେ ମଙ୍ଗଳବାର କକ୍ଷତ୍ୟାଗ କରିଛନ୍ତି । ସ୍ବାଧୀନତା ସଂଗ୍ରାମରେ ମହାତ୍ମା ଗାନ୍ଧୀଙ୍କ ଅବଦାନକୁ ନେଇ ହେଗଡେ ଏକ ବିବାଦୀୟ ବୟାନ ଦେଇଥିଲେ । ଗାନ୍ଧିଜୀଙ୍କ ସତ୍ୟାଗ୍ରହ ନୁହେଁ ବରଂ 200 ବର୍ଷରେ ଶାସନରେ ଅତିଷ୍ଠ ହୋଇ ବ୍ରିଟିଶ ମାନେ ଭାରତ ଛାଡିଥିଲେ ବୋଲି ହେଗଡେ ବୟାନ ଦେଇଥିଲେ । ଏହାକୁ ବିରୋଧ କରି ସଂସଦ ପରିସରରେ ରହିଥିବା ଗାନ୍ଧୀ ମୂର୍ତ୍ତି ସମ୍ମୁଖରେ ବିରୋଧୀ ଦଳ ନୀରବ ପ୍ରତିବାଦ କରିଥିଲେ । ବିରୋଧୀ ଦଳଙ୍କ ପ୍ରତିବାଦ ପରେ ଏପରି ମନ୍ତବ୍ୟକୁ ଅସ୍ବୀକାର କରିଛନ୍ତି ହେଗ୍‌ଡେ । ଗାନ୍ଧୀ କିମ୍ବା ନେହେରୁଙ୍କ ବିରୋଧରେ ସେ ଗୋଟିଏ ବି ଶବ୍ଦ କହି ନାହାନ୍ତି ବୋଲି ହେଗଡେ ମତ ଦେଇଛନ୍ତି । (ଏଜେନ୍ସୀ)

ANANTHHEGDE Congress mahatmagandhi
Share. Facebook Twitter LinkedIn Email WhatsApp Copy Link

Related Posts

‘ମହିଳା ସଂରକ୍ଷଣ ଆଳରେ କ୍ଷମତାରେ ରହିବା ପାଇଁ ଷଡଯନ୍ତ୍ର’: ବିଜେପି ଉପରେ ବର୍ଷିଲେ ପ୍ରିୟଙ୍କା

April 18, 2026

‘ବିଜେପି ପ୍ରାର୍ଥୀଙ୍କ ପାଇଁ ପୋଷ୍ଟର ବାଣ୍ଟୁଛନ୍ତି ସିଆରପିଏଫ’: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 18, 2026

ମହିଳା ସଂରକ୍ଷଣ ବିଲ୍ ଉପରେ ଅପର୍ଣ୍ଣା ଯାଦବଙ୍କ ଆକ୍ରୋଶ: ଜାଲିଲେ ଏସପି ଏବଂ କଂଗ୍ରେସର ପତାକା

April 18, 2026

ହରମୁଜ୍ ସଙ୍କଟ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ୍ ଙ୍କ ବଡ଼ ନିଷ୍ପତ୍ତି: ରୁଷରୁ ତେଲ କିଣିବା ଜାରି ରଖିବ ଭାରତ

April 18, 2026
Latest News

‘ମହିଳା ସଂରକ୍ଷଣ ଆଳରେ କ୍ଷମତାରେ ରହିବା ପାଇଁ ଷଡଯନ୍ତ୍ର’: ବିଜେପି ଉପରେ ବର୍ଷିଲେ ପ୍ରିୟଙ୍କା

April 18, 2026

‘ବିଜେପି ପ୍ରାର୍ଥୀଙ୍କ ପାଇଁ ପୋଷ୍ଟର ବାଣ୍ଟୁଛନ୍ତି ସିଆରପିଏଫ’: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 18, 2026

ମହିଳା ସଂରକ୍ଷଣ ବିଲ୍ ଉପରେ ଅପର୍ଣ୍ଣା ଯାଦବଙ୍କ ଆକ୍ରୋଶ: ଜାଲିଲେ ଏସପି ଏବଂ କଂଗ୍ରେସର ପତାକା

April 18, 2026

ହରମୁଜ୍ ସଙ୍କଟ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ୍ ଙ୍କ ବଡ଼ ନିଷ୍ପତ୍ତି: ରୁଷରୁ ତେଲ କିଣିବା ଜାରି ରଖିବ ଭାରତ

April 18, 2026

ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.