Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ମୋଦିଙ୍କ ନିର୍ବାଚନୀ ରାଲି : ବାଟଲା ହାଉସ୍‌ ଏନକାଉଣ୍ଟର ନେଇ ବିରୋଧୀଙ୍କୁ ସମାଲୋଚନା
ଆଜିର ଖବର

ଦିଲ୍ଲୀରେ ମୋଦିଙ୍କ ନିର୍ବାଚନୀ ରାଲି : ବାଟଲା ହାଉସ୍‌ ଏନକାଉଣ୍ଟର ନେଇ ବିରୋଧୀଙ୍କୁ ସମାଲୋଚନା

February 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନର ଚାରି ଦିନ ପୂର୍ବରୁ ଏକ ନିର୍ବାଚନୀ ସଭାକୁ ଉଦ୍‌ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ରାଲିରେ ମୋଦି ବାଟ୍‌ଲା ହାଉସ୍‌ ଏନ୍‌କାଉଣ୍ଟର ନେଇ ବିରୋଧୀ ଆପ୍‌ ଏବଂ କଂଗ୍ରେସକୁ ସମାଲୋଚନା କରିଥିଲେ । ଭାରତ ମାତା କି ଜୟ ସ୍ଲୋଗାନ୍‌ରୁ ମୋଦି ନିଜର ଭାଷଣ ଆରମ୍ଭ କରିଥିଲେ । ଦିଲ୍ଲୀର ନିର୍ବାଚନୀ ହାଓ୍ବା ବର୍ତ୍ତମାନ ବିଜେପି ସପକ୍ଷରେ ବହୁଛି ଫେବୃୟାରୀ 8 ତାରିଖରେ ଦିଲ୍ଲୀବାସୀ ଏକତ୍ର ହୋଇ ଏକ ସରକାର ଗଠନ କରିବେ । ଦିଲ୍ଲୀ ବାସୀଙ୍କୁ ଏପରି ଏକ ସରକାର ଆବଶ୍ୟକ ଯିଏକି ଅଭିଯୋଗ କରିବା ପରିବର୍ତ୍ତେ ଦିଲ୍ଲୀକକୁ ବିକାଶ ଦିଗରେ ଆଗେଇ ନେବ । ସେହିପରି ଆପ୍‌କୁ ଆକ୍ରମଣ କରିବାକୁ ଯାଇ ମୋଦି କହିଥିଲେ, ଗରିବଙ୍କ ପାଇଁ ଉଦ୍ଦିଷ୍ଟ କେନ୍ଦ୍ରୀୟ ଯୋଜନାକୁ ଦିଲ୍ଲୀରେ ଆପ୍‌ ସରକାର ଲାଗୁ କରାଉ ନାହାନ୍ତି ଯାହାକି ଗ୍ରହଣଯୋଗ୍ୟ ନୁହେଁ ।

ସର୍ଜିକାଲ ଷ୍ଟ୍ରାଇକ୍‌ର ପ୍ରମାଣ ମାଗୁଥିବା ବ୍ୟକ୍ତି ଏବଂ ବାଟ୍‌ଲା ହାଉସ୍‌ ଏନକାଉଣ୍ଟରରେ ପ୍ରାଣ ହରାଇଥିବା ଆତଙ୍କବାଦୀଙ୍କ ପାଇଁ ଲୁହ ଝରାଉଥିବା ବ୍ୟକ୍ତି ଦିଲ୍ଲୀର ନେତୃତ୍ବ ନେବା ପାଇଁ ଉପଯୁକ୍ତ ନୁହନ୍ତି । ଏପରି ଦୃଷ୍ଟିଭଙ୍ଗୀ ରଖୁଥିବା ବ୍ୟକ୍ତିଙ୍କ ନେତୃତ୍ବରେ ଦିଲ୍ଲୀ ଆଗକୁ ବଢିପାରିବ ନାହିଁ ବୋଲି କହି କେଜ୍ରିଓ୍ବାଲଙ୍କୁ ଆକ୍ରମଣ କରିଥିଲେ । ସେହିପରି ସିଏଏକୁ ନେଇ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଭ୍ରମିତ କରାଯାଉଛି ବୋଲି ମୋଦି କହିଥିଲେ । (ଏଜେନ୍ସୀ)

aap delhipolls Modi
Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.