Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାଲିଓ୍ବାନାଓ୍ବାଲାବାଗରେ ପରିଣତ ହେବ ଶାହିନ୍‌ବାଗ୍‌ : ଓଓ୍ବେସୀ
ଆଜିର ଖବର

ଜାଲିଓ୍ବାନାଓ୍ବାଲାବାଗରେ ପରିଣତ ହେବ ଶାହିନ୍‌ବାଗ୍‌ : ଓଓ୍ବେସୀ

February 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଶାହିନ୍‌ବାଗ୍‌ ଜାଲିଓ୍ବାନାଓ୍ବାଲାବାଗରେ ପରିଣତ ହେବ ବୋଲିଚ ମତ ଦେଇଛନ୍ତି ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଦ୍ଦୁଦ୍ଦିନ ଓଓ୍ବେସୀ । ନାଗରିକତା ସଂଶୋଧନ ଆଇନ ବିରୋଧରେ ବିଗତ 50 ଦିନ ଧରି ଆନ୍ଦୋଳନ ଚାଲିଥିବା ବେଳେ ସରକାରଙ୍କ ପକ୍ଷରୁ ଏହାକୁ ହଟାଇବା ପାଇଁ ବଳପ୍ରୟୋଗ କରାଯାଇଛି । ସରକାରଙ୍କ ପକ୍ଷରୁ ବଳ ପ୍ରୟୋଗ କରାଗଲେ ଶାହିନବାଗ ଜାଲିଓ୍ବାନାଓ୍ବାଲାବାଗରେ ପରିଣତ ହେବ ବୋଲି ଓଓ୍ବେସୀ ମତ ଦେଇଛନ୍ତି । ଜନୈକ ବିଜେପି ନେତା ଗୁଳି ମାରିବା ସ୍ଲୋଗାନ୍‌ ଦେଇଥିବା ବେଳେ ଫେବୃୟାରୀ 8 ପରେ ସେମାନେ ଗୁଳି ମଧ୍ୟ ଚଳାଇ ପାରନ୍ତି ବୋଲି ଓଓ୍ବେସୀ ପ୍ରକାଶ କରିଛନ୍ତି । ସେହିପରି ଏନ୍‌ପିଆରରେ ସରକାର କାହିଁକି 3900 କୋଟି ଅପଚୟ କରୁଛନ୍ତି ବୋଲି ଓଓ୍ବେସୀ କହିଥିଲେ । ଇତିହାସ ସାକ୍ଷୀ ଅଛି ହିଟ୍‌ଲର ମଧ୍ୟ ଦୁଇଥର ଜନଗଣନା ପରେ ଇହୁଦୀଙ୍କୁ ଗ୍ୟାସ ଚାମ୍ବରରେ ଛାଡିଥିଲେ । ଭାରତରେ ଏପରେ ନହେବା ଉଚିତ୍‌ ବୋଲି ଓଓ୍ବେସୀ ମତ ଦେଇଥିଲେ । ଏନ୍‌ପିଆର ଏବଂ ଏନ୍‌ଆରସି ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ ବୋଲି ଓଓ୍ବେସୀ କହିଛନ୍ତି । (ଏଜେନ୍ସି)

saheenbagh
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026
Latest News

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.