Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳାଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ : ଥାନାରେ ଅଭିଯୋଗ
ଆଜିର ଖବର

ମହିଳାଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ : ଥାନାରେ ଅଭିଯୋଗ

February 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ : କୁଜଙ୍ଗର ଜନୈକ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ ହୋଇଥିବା ନେଇ ଥାନାରେ ଅଭିଯୋଗ କରାଯାଇଛି । କୁଜଙ୍ଗ ସମାଗଳର ପ୍ରମିଳା ବେହେରା (42) ଜଣେ ଦିନ ମଜୁରିଆ ଭାବରେ କାର୍ଯ୍ୟ କରନ୍ତି । ନିଜ ଭିବଷ୍ୟତ ନିମନ୍ତେ ପ୍ରମିଳା ନିଜ ଆକାଉଣ୍ଟ ନମ୍ବର 31521530275ରେ 22 ହଜାର 675ଟଙ୍କା ଜମା କରିଥିଲେ । ମାତ୍ର ଶାଶୁଙ୍କ ଦେହ ଖରାପ କାରଣରୁ ଟଙ୍କା ଉଠାଇବାକୁ ଯାଇଥିବା ବେଳେ ଆକାଉଣ୍ଟରେ ଟଙ୍କା ନଥିବା ଦେଖିଥିଲେ । ଏ ନେଇ ବ୍ୟାଙ୍କ ମ୍ୟାନେଜରଙ୍କ ନିକଟରେ ଅଭିଯୋଗ କରାଯାଇଥିବା ବେଳେ କୌଣସି ସନ୍ତୋଷଜନକ ଉତ୍ତର ମିଳିନଥିଲା । ଏହା ପରେ ପ୍ରମିଳା କୁଜଙ୍ଗ ଥାନାରେ ଅଭିଯୋଗ କରିଥିଲେ ।

kujang SBI
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026
Latest News

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.