Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତି ଭିତ୍ତିରେ ଜନଗଣନା ପାଇଁ ରାଜ୍ୟସଭାରେ ସସ୍ମିତ ପାତ୍ରଙ୍କ ଦାବି
ଆଜିର ଖବର

ଜାତି ଭିତ୍ତିରେ ଜନଗଣନା ପାଇଁ ରାଜ୍ୟସଭାରେ ସସ୍ମିତ ପାତ୍ରଙ୍କ ଦାବି

February 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଓଡିଶାର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଜାତି ଭିତ୍ତିରେ ଜନଗଣନା ପାଇଁ ଦାବି କରିଛନ୍ତି । 2021ରେ ଅନୁଷ୍ଠିତ ହେବାକୁ ଥିବା ଜନଗଣନା ଜାତି ଭିତ୍ତିରେ କରିବା ପାଇଁ ସାଂସଦ ଦାବି କରିଛନ୍ତି । 1931ରେ ଶେଷଥର ପାଇଁ ଜାତି ଭିତ୍ତିରେ ଜନଗଣନା କରାଯାଇଥିଲା । 2011ରେ ମଧ୍ୟ ଜାତି ଭିତ୍ତିରେ ଜନଗଣନା କରାଯାଇଥିଲା ମାତ୍ର ପଛୁଆବର୍ଗଙ୍କ ତାଲିକା ପ୍ରକାଶ କରାଯାଇନଥିଲା । 2021ରେ ଜାତି ଭିତ୍ତିକ ଜନଗଣନା କରାଗଲେ ବିଭିନ୍ନ ପଛୁଆବର୍ଗର ଜାତିମାନଙ୍କ ପାଇଁ ରହିଥିବା ବିଭିନ୍ନ ସୁବିଧାର ଲାଭ ଉଠାଇ ପାରିବେ ବୋଲି ଶ୍ରୀ ପାତ୍ର କହିଛନ୍ତି ।

rajyasabha sasmitpatra
Share. Facebook Twitter LinkedIn Email WhatsApp Copy Link

Related Posts

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026

ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

April 10, 2026
Latest News

ରାଜ୍ୟସଭା ସଦସ୍ୟ ଭାବରେ ଶପଥ ନେଲେ ନୀତିଶ କୁମାର: ଏବେ ମୁଖ୍ୟମନ୍ତ୍ରୀ ପଦରୁ ଦେବେ କି ଇସ୍ତଫା?

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026

ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.