Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଶ୍ନପତ୍ର ଭାଇରାଲ୍‌ ହେଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ : ଗଣଶିକ୍ଷା ମନ୍ତ୍ରୀ
ଆଜିର ଖବର

ପ୍ରଶ୍ନପତ୍ର ଭାଇରାଲ୍‌ ହେଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ : ଗଣଶିକ୍ଷା ମନ୍ତ୍ରୀ

February 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଚଳିତ ମାସ 19 ତାରିଖରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । ଏନେଇ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି । ତେବେ ଗତ ଥର ପ୍ରଶ୍ନପତ୍ର ଭାଇରାଲ୍‌ ବେଶ୍‌ ମୁଣ୍ଡ ବ୍ୟାଥାର କାରଣ ପାଲଟିଥିଲା । ଚଳିତ ବର୍ଷ ପ୍ରଶ୍ନପତ୍ର ଭାଇଚାଲ୍ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଭାଇରାଲ୍‌ ହୋଇଥିବା ସମ୍ପୃକ୍ତ ସେଣ୍ଟର ଦାୟିତ୍ବରେ ଥିବା ଅଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିବା ସହିତ ଭଇରାଲ୍‌ ନ ହେବା ପାଇଁ କୋଡିଂ ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ମନ୍ତ୍ରୀ। ଚଳିତ ଥର ପ୍ରଶ୍ନପତ୍ର ଭାଇରାଲ୍‌ ହେବନି ବୋଲି ଗଣିକ୍ଷା ମନ୍ତ୍ରୀ ଆଶା କରିଥିବାର କହିଛନ୍ତି ।

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ମାଟ୍ରିକ୍‌ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.