Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏକୁ ସମର୍ଥନ କରି ପୋଷ୍ଟ କାର୍ଡ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବେ ରାଜ୍ୟ ବିଜେପି କାର୍ଯ୍ୟକର୍ତ୍ତା
ଆଜିର ଖବର

ସିଏଏକୁ ସମର୍ଥନ କରି ପୋଷ୍ଟ କାର୍ଡ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବେ ରାଜ୍ୟ ବିଜେପି କାର୍ଯ୍ୟକର୍ତ୍ତା

February 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ନାଗରିକତା ସଂଶୋଧନ ଆଇନକୁ ସମର୍ଥନ କରି ପୋଷ୍ଟ କାର୍ଡ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବ ବିଜେପି କାର୍ଯ୍ୟକର୍ତ୍ତାମାନେ । ରାଜ୍ୟର 1004 ମଣ୍ଡଳର 37000 ବୁଥ୍‌ରୁ ସର୍ବନିମ୍ନ 50 ଜଣ କାର୍ଯ୍ୟକର୍ତ୍ତା ନାଗରିକତା ସଂଶୋଧନ ଆଇନକୁ ସମର୍ଥନ କରି ପୋଷ୍ଟ କାର୍ଡ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବେ ବୋଲି ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି । ଏହି ଅବସରରେ ସମୀର ମହାନ୍ତି କହିଛନ୍ତି ଯେ, ପ୍ରତ୍ୟେକ ଜିଲ୍ଲାରେ ନାଗରିକତା ସଂଶୋଧନ ଆଇନ୍‌ ସମ୍ପର୍କରେ ସଚେତନତା ରାଲି ଏବଂ ବିଶାଳ ଜନ ସମାବେଶ କରାଯାଉଛି । ଏହି ଆଇନକୁ ସମର୍ଥନ କରି ପ୍ରତ୍ୟେକ ସ୍ଥାନରେ ଜନ ଜାଗରଣ କାର୍ଯ୍ୟକ୍ରମ, ଜନସଭା, ସଚେତନତା ସମାବେଶ ଆଦି କରାଯାଉଛି । ଏହା ସହ ବିଜେପି କାର୍ଯ୍ୟକର୍ତ୍ତାମାନେ ପ୍ରତ୍ୟେକ ସାଙ୍ଗଠନିକ ଜିଲ୍ଲାରେ ବୁଦ୍ଧିଜୀବୀ ସମ୍ମିଳନୀ, ପଦଯାତ୍ରା ଘରକୁ ଘର ଯାଇ ସିଏଏ ସମ୍ପର୍କିତ ତଥ୍ୟ ପ୍ରଦାନ କରି ସାଧାରଣ ଲୋକଙ୍କୁ ସଚେତନ କରୁଛନ୍ତି ।  ଏହି ଆଇନ୍‌କୁ ନେଇ ବିରୋଧୀ କଂଗ୍ରେସ ସମେତ କିଛି ଆଞ୍ଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି ବୋଲି କହିଛନ୍ତି ସମୀର ମହାନ୍ତି ।

caa
Share. Facebook Twitter LinkedIn Email WhatsApp Copy Link

Related Posts

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026
Latest News

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.