Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୋଗୀଙ୍କୁ ଇସିଙ୍କ ଝଟ୍‌କା : ବିବାଦୀୟ ଭାଷଣ ପାଇଁ ମିଳିଲା ନୋଟିସ୍‌
ଆଜିର ଖବର

ଯୋଗୀଙ୍କୁ ଇସିଙ୍କ ଝଟ୍‌କା : ବିବାଦୀୟ ଭାଷଣ ପାଇଁ ମିଳିଲା ନୋଟିସ୍‌

February 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ଯୋଗୀ
ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ନାମରେ ହେବ ପରିଚିତ

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ 2020 ପାଇଁ ନିର୍ବାଚନ ପ୍ରଚାର ଶେଷ ହୋଇସାରିଛି। ନିର୍ବାଚନ ଆୟୋଗ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନୋଟିସ୍‌ ଜାରି କରିଛନ୍ତି । ନିର୍ବାଚନ ଆୟୋଗ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଫେବୃଆରୀ 1 ତାରିଖରେ କରାଓ୍ବଲ୍‌ ନଗରରେ ଦେଇଥିବା ବିବାଦୀୟ ଭାଷଣ ପାଇଁ ନୋଟିସ୍‌ ପଠାଇଛନ୍ତି । ନିର୍ବାଚନ ଆୟୋଗ ଏନେଇ ଆସନ୍ତା ଫେବୃଆରୀ ସାତ ତାରିଖ ସନ୍ଧ୍ୟା 5ଟା ସୁଦ୍ଧା ଜବାବ ମାଗିଛନ୍ତି ।

ସୂଚନାଯାେଗ୍ୟ, ଯୋଗୀ ଆଦିତ୍ୟନାଥ କରାଓ୍ବଲ ନଗରରେ ଭାଷଣ ଦେଇ କହିଥିଲେ, ଯେ ଅରବିନ୍ଦ କେଜରୀଓ୍ବାଲା ଶାହିନ୍‌ବାଗ୍‌ ପ୍ରତିବାଦକାରୀଙ୍କୁ ବିରିଆନୀ ଖୁଆଉଛନ୍ତି ।

election commission yogiadityanath
Share. Facebook Twitter LinkedIn Email WhatsApp Copy Link

Related Posts

ବିସିସିଆଇ ସମୀକ୍ଷା ବୈଠକ: ଇଂଲଣ୍ଡଠାରୁ ପରାଜୟ ପରେ ଅଡୁଆରେ ସପୋର୍ଟ ଷ୍ଟାଫ୍

July 26, 2026

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026
Latest News

ବିସିସିଆଇ ସମୀକ୍ଷା ବୈଠକ: ଇଂଲଣ୍ଡଠାରୁ ପରାଜୟ ପରେ ଅଡୁଆରେ ସପୋର୍ଟ ଷ୍ଟାଫ୍

July 26, 2026

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.