Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାନବିକତାର ଉଦାହରଣ ସୃଷ୍ଟି କଲେ ଟ୍ରେନ୍‌ ଚାଳକ : ଆହତ ଯାତ୍ରୀଙ୍କୁ ବଞ୍ଚାଇବା ପାଇଁ ପଛୁଆ ଟ୍ରେନ୍‌ ଚଳାଇଲେ
ଆଜିର ଖବର

ମାନବିକତାର ଉଦାହରଣ ସୃଷ୍ଟି କଲେ ଟ୍ରେନ୍‌ ଚାଳକ : ଆହତ ଯାତ୍ରୀଙ୍କୁ ବଞ୍ଚାଇବା ପାଇଁ ପଛୁଆ ଟ୍ରେନ୍‌ ଚଳାଇଲେ

February 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ର : ମହାରାଷ୍ଟ୍ରର ଜଲ୍‌ଗାଓ୍ବଁଠାରେ ମାନବତାର ଏକ ଅନନ୍ୟ ନିଦର୍ଶନ ଦେଖିବାକୁ ମିଳିଛି । ଭାରତୀୟ ରେଳ ବିଭାଗର ଲୋକୋ ପାଇଲଟ୍‌ ଓ ଗାର୍ଡଙ୍କ ମାନବିକତା ଏକ ଉଦାହରଣ ସୃଷ୍ଟି କରିଛି । ମିଳିଥିବା ସୂଚନା ଅନୁସାରେ ପ୍ୟାସେଞ୍ଜର୍‌ ଟ୍ରେନ୍‌ରୁ ଖସି ପଡି ଆହତ ହୋଇଥିବା ଯାତ୍ରୀଙ୍କୁ ବଞ୍ଚାଇବା ପାଇଁ ଟ୍ରେନ୍‌ ଚାଳକ ଓ ଗାର୍ଡ ପଦକ୍ଷେପ ନେବା ସହିତ ଟ୍ରେନ୍‌କୁ ରୋକି ଦୁଇ କିଲୋମିଟର ପଛକୁ ଯାତ୍ରା କରି ଆହତଙ୍କୁ ହସ୍ପିଟାଲ୍‌ରେ ପହଞ୍ଚାଇଛନ୍ତି। ଘଟଣାଟି ଜଲ୍‌ଗାଓଁ ଜିଲ୍ଲାର ପାଚରା ଓ ମହେଜି ରେଲ୍‌ଓ୍ବ ଷ୍ଟେସନ୍‌ ମଧ୍ୟରେ ହୋଇଥିବାର ସୂଚନା ରହିଛି । ଦେବଲାଲୀ-ଭୁସାବଲ୍‌ ପାସେଞ୍ଜର୍‌ ଟ୍ରେନ୍‌ ଷ୍ଟେସନ୍‌ ତରଫରୁ ଆସୁଥିବାବେଳେ ଟ୍ରେନ୍‌ର ଗାର୍ଡ ଜଣକ ଯାତ୍ରୀଙ୍କ ଖସି ପଡ଼ିବା ନେଇ ଟ୍ରେନ୍‌ ଚାଳକଙ୍କୁ ସୂଚନା ଦେଇଥିଲେ । ସୂଚନା ମିଳିବା କ୍ଷଣି ଟ୍ରେନ୍‌ ଚାଳକ ଟ୍ରେନ୍‌କୁ ରୋକିବା ସହିତ ଦୁଇ କିଲୋମିଟର ପର୍ଯ୍ୟନ୍ତ ଟ୍ରେନ୍‌କୁ ପଛକୁ ନେଇଥିଲେ । ପରେ ଆହତଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ସାହାଯ୍ୟରେ ଚିକିତ୍ସାକେନ୍ଦ୍ରକୁ ନିଆଯାଇଥିଲା ।  ରେଳବାଇ ନିୟମ ଅନୁସାରେ ଟ୍ରେନ୍‌କୁ ପଛକୁ ନେବା ପାଇଁ ଟ୍ରେନ୍‌ ଚାଳକକୁ ଅନୁମତି ମିଳିଥାଏ । ଯାତ୍ରୀଙ୍କ ଜୀବନ ବଞ୍ଚାଇ ଥିବାରୁ ସମ୍ପୃକ୍ତ ଟ୍ରେନ୍‌ ଚାଳକ ଓ ଗାର୍ଡଙ୍କୁ ସମ୍ମାନିତ କରାଯିବ ।

maharastra
Share. Facebook Twitter LinkedIn Email WhatsApp Copy Link

Related Posts

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଭାରତକୁ UNSCରେ ସ୍ଥାୟୀ ସ୍ଥାନ କାହିଁକି ମିଳିବା ଉଚିତ?: ଜାଣନ୍ତୁ ୫ ଟି ବଡ଼ କାରଣ

September 16, 2026

ଡିସେମ୍ବର ୪ରେ ରିଙ୍କୁ ସିଂହ ଓ ସାଂସଦ ପ୍ରିୟା ସରୋଜଙ୍କ ବିବାହ

September 16, 2026
Latest News

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଭାରତକୁ UNSCରେ ସ୍ଥାୟୀ ସ୍ଥାନ କାହିଁକି ମିଳିବା ଉଚିତ?: ଜାଣନ୍ତୁ ୫ ଟି ବଡ଼ କାରଣ

September 16, 2026

ଡିସେମ୍ବର ୪ରେ ରିଙ୍କୁ ସିଂହ ଓ ସାଂସଦ ପ୍ରିୟା ସରୋଜଙ୍କ ବିବାହ

September 16, 2026

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.