Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ବିଧାନସଭା ନିର୍ବାଚନ : ଅପରାହ୍ନ 5ଟା ସୁଦ୍ଧା 58 ପ୍ରତିଶତ ମତଦାନ
ଆଜିର ଖବର

ଦିଲ୍ଲୀ ବିଧାନସଭା ନିର୍ବାଚନ : ଅପରାହ୍ନ 5ଟା ସୁଦ୍ଧା 58 ପ୍ରତିଶତ ମତଦାନ

February 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ସମସ୍ତ 70 ଆସନଟି ପାଇଁ ଭୋଟ୍‌ଗ୍ରହଣ ପ୍ରକ୍ରିୟା ଜାରି ରହିଛି। ଏହି ଭୋଟ୍‌ ଗ୍ରହଣ ପ୍ରକ୍ରିୟା ସକାଳ 8ଟାରୁ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା 6 ଘଟିକା ପର୍ଯ୍ୟନ୍ତ ଚାଲିବ । ମିଳିଥିବା ସୂଚନା ଅନୁସାରେ ଅପରାହ୍ନ 5ଟା ସୁଦ୍ଧା 58 ପ୍ରତିଶତ ମତଦାନ ହୋଇଛି । ଦିଲ୍ଲୀର 70ଟି ଆସନ ପାଇଁ 672ଜଣ ପ୍ରାର୍ଥୀ ରହିଛନ୍ତି । ଏଥିରୁ 148 ଜଣ ନିର୍ଦ୍ଦଳୀୟ ପ୍ରାର୍ଥୀ ରହିଛନ୍ତି । ଅଭିନେତ୍ରୀ ତାପସୀ ପନ୍ନୁ ନିଜ ପରିବାର ସହିତ ଭୋଟ ଦେଇଛନ୍ତି । ନିଜ ପରିବାର ସହିତ ଭୋଟ ଦେଇ ଫଟୋକୁ ଟୁଇଟ୍‌ରରେ ସେୟାର କରିଛନ୍ତି । (ଏଜେନ୍ସି)

aap BJP delhipolls
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର

February 2, 2026

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ ହେବ ଡିଜିଟାଲ: CBSE ର ପ୍ରସ୍ତୁତି ଆରମ୍ଭ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026
Latest News

ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର

February 2, 2026

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ ହେବ ଡିଜିଟାଲ: CBSE ର ପ୍ରସ୍ତୁତି ଆରମ୍ଭ

February 2, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.