Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଜାବରେ ନଗର କୀର୍ତ୍ତନ ସମୟରେ ବିସ୍ଫୋରଣ : 15 ମୃତ
ଆଜିର ଖବର

ପଞ୍ଜାବରେ ନଗର କୀର୍ତ୍ତନ ସମୟରେ ବିସ୍ଫୋରଣ : 15 ମୃତ

February 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଞ୍ଜାବରେ ନଗର କୀର୍ତ୍ତନ ସମୟରେ ବିସ୍ଫୋରଣ : 15 ମୃତ
ପଞ୍ଜାବ : ପଞ୍ଜାବର ଟାର୍ନ ଟରନ୍‌ରେ ଏକ ଭୟାବହ ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ 15 ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ 3 ଜଣ ଗୁରୁତର ଭାବରେ ଆହତ ହୋଇଛନ୍ତି । ନଗର କୀର୍ତ୍ତନ ଚାଲିଥିବା ସମୟରେ ଟ୍ରାକ୍ଟର ପଛପଟେ ବସି ଶ୍ରଦ୍ଧାଳୁ ଯାଉଥିବା ସମୟରେ ଏହି ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣର ଭୟାବହତା ଏତେ ରହିଥିଲା କି ଘଟଣାସ୍ଥଳରେ 15 ଜଣଙ୍କର ପ୍ରାଣହାନି ଘଟିଥିଲା । 3 ଜଣ ଗୁରୁତର ଭାବରେ ଆମହତ ହୋଇଥିବା ବେଳେ ଆହତ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

blast punjab
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ପ୍ରଥମ ଥର ଆୟୋଜିତ ହେବ ସର୍ବଭାରତୀୟ ଇଣ୍ଡୋର ରୋଇଂ ଚାମ୍ପିଅନସିପ୍’ 

April 2, 2026

ଦୃଢ଼ ସଂକଳ୍ପ ଆଗରେ ହାର ମାନିଲା ପ୍ରତିବନ୍ଧକ: ନିମାପଡାର ଅନିତା ସାହୁଙ୍କ ସ୍ୱପ୍ନକୁ ଶକ୍ତି ଦେଇଛି ଜିଓ

April 2, 2026

ଓଡ଼ିଶା ବିଧାନସଭା ବୁଲିଲେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

April 2, 2026

ସ୍ୱ-ଗଣନା ସଂପୂର୍ଣ୍ଣ କଲେ ପ୍ରଧାନମନ୍ତ୍ରୀ: ଜନଗଣନା ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ କଲେ ନିବେଦନ

April 2, 2026
Latest News

କଟକରେ ପ୍ରଥମ ଥର ଆୟୋଜିତ ହେବ ସର୍ବଭାରତୀୟ ଇଣ୍ଡୋର ରୋଇଂ ଚାମ୍ପିଅନସିପ୍’ 

April 2, 2026

ଦୃଢ଼ ସଂକଳ୍ପ ଆଗରେ ହାର ମାନିଲା ପ୍ରତିବନ୍ଧକ: ନିମାପଡାର ଅନିତା ସାହୁଙ୍କ ସ୍ୱପ୍ନକୁ ଶକ୍ତି ଦେଇଛି ଜିଓ

April 2, 2026

ଓଡ଼ିଶା ବିଧାନସଭା ବୁଲିଲେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

April 2, 2026

ସ୍ୱ-ଗଣନା ସଂପୂର୍ଣ୍ଣ କଲେ ପ୍ରଧାନମନ୍ତ୍ରୀ: ଜନଗଣନା ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ କଲେ ନିବେଦନ

April 2, 2026

ସ୍ୱ-ଗଣନା ପୋର୍ଟାଲ ମାଧ୍ୟମରେ ମୁଖ୍ୟ ଶାସନ ସଚିବଙ୍କ ନିଜସ୍ଵ ତଥ୍ୟ ପ୍ରଦାନ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.