Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋଷ୍ଠୀ ସଂଘର୍ଷ : ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ଆଜିର ଖବର

ଗୋଷ୍ଠୀ ସଂଘର୍ଷ : ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

February 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ରାୟଗଡା : ଗୋଷ୍ଠୀ ସଂଘର୍ଷ ପରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ପୂର୍ବରୁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା, ଏବେ ଛକାପଞ୍ଝା ଲାଗି ରହିଥିବାବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି ।  ଯୁବକଙ୍କୁ ଅପହରଣ ପରେ ଏକ ଆପାର୍ଟେମଣ୍ଟରେ ରଖି ନିସ୍ତୁକ ଛେଚିଲେ । ଯୁବକଙ୍କ ବାଇକ୍‌ ଭାଙ୍ଗିବା ସହ ତିନିଜଣ ନିର୍ଧୂମ୍‌ ପିଟିଛନ୍ତି ।  ଟାଉନ୍‌ ଥାନା ରୟତକଲୋନୀ ପାଖରେ ଏକ ଘରେ ରଖି ନିସ୍ତୁକ ମାଡ ମାରିଛନ୍ତି। ଗୁରୁତର ଯୁବକ ଜଣକ ଏବେ ରାୟଗଡ଼ା ମେଡ଼ିକାଲରେ ଚିକିତ୍ସାଧୀନ  ରହିଛନ୍ତି ।

ଗୋଷ୍ଠୀ ସଂଘର୍ଷ ମରଣାନ୍ତକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026

ବର୍ଷ ବର୍ଷର ଯନ୍ତ୍ରଣା ପରେ, ହାତୀ ମାଣିକିକୁ ବନତାରାରେ ମିଳିଲା ନୂତନ ଜୀବନ

June 25, 2026

କ୍ଲିନିକାଲ୍ ଏଷ୍ଟାବ୍ଲିସମେଣ୍ଟ ଆଇନରେ ‘ଜନ ବିଶ୍ୱାସ’ ସଂସ୍କାର; ନିୟାମକ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ

June 25, 2026
Latest News

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026

ବର୍ଷ ବର୍ଷର ଯନ୍ତ୍ରଣା ପରେ, ହାତୀ ମାଣିକିକୁ ବନତାରାରେ ମିଳିଲା ନୂତନ ଜୀବନ

June 25, 2026

କ୍ଲିନିକାଲ୍ ଏଷ୍ଟାବ୍ଲିସମେଣ୍ଟ ଆଇନରେ ‘ଜନ ବିଶ୍ୱାସ’ ସଂସ୍କାର; ନିୟାମକ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ

June 25, 2026

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩-୨୪ ଘୋଷିତ : ପୁଷ୍କରା ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.