Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏରେ ପରିବର୍ତ୍ତନ ରାଜ୍ୟ ସରକାରଙ୍କ କ୍ଷମତାର ବାହାରେ : ସି ପି ଯୋଶୀ
ଆଜିର ଖବର

ସିଏଏରେ ପରିବର୍ତ୍ତନ ରାଜ୍ୟ ସରକାରଙ୍କ କ୍ଷମତାର ବାହାରେ : ସି ପି ଯୋଶୀ

February 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜୟପୁର : ସିଏଏକୁ ନେଇ ଏକ ବଡ ବୟାନ ଦେଇଛନ୍ତି ରାଜସ୍ଥାନ ବିଧାନସଭାର ବାଚସ୍ପତି ସିପି ଯୋଶୀ । ନାଗରିକତା ସଂଶୋଧନ ଆଇନକୁ ବିରୋଧ କରି ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନ୍‌ ପ୍ରଣୟନ କରାଯାଇଥିବା ବେଳେ ଏହାକୁ ରାଜସ୍ଥାନ ବାଚସ୍ପତି ବିରୋଧ କରିଛନ୍ତି । ଭାରତ ଏକ ସଂଘୀୟ ରାଷ୍ଟ୍ର ତେଣୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଣୀତ ଆଇନ୍‌କୁ ମାନିବା ଉଚିତ୍‌ । କେନ୍ଦ୍ର ସରକାର ନାଗରିକତା ସଂଶୋଧନ ଆଇନ ପ୍ରଣୟନ କରିଛନ୍ତି ଏବଂ ରାଜ୍ୟ ସରକାର ଏହାକୁ ମାନିବା ଉଚିତ୍‌ । ନାଗରିକତା ସଦାସର୍ବଦା କେନ୍ଦ୍ରର ଅଧିକାର ରାଜ୍ୟ ସରକାରଙ୍କ ଏଥିରେ କୌଣସି ସମ୍ପର୍କ ନାହିଁ ବୋଲି ଯୋଶୀ ଜୟପୁରରେ ଏକ କାର୍ଯ୍ୟକ୍ରମ ଅବସରରେ ମତ ଦେଇଥିଲେ । ଉଲ୍ଲେଖଯୋଗ୍ୟ ଯେ, ରାଜସ୍ଥାନରେ ସିଏଏ ବିରୋଧରେ ଏକ ବିଲ୍‌ ପାଶ୍‌ କରାଯାଇଛି । (ଏଜେନ୍ସି)

caa rajasthan speaker
Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.