Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରଯାତ୍ରୀ ଗାଡିରେ ନିଆଁ : ତଦନ୍ତ ନିର୍ଦ୍ଦେଶ ଦେଲେ ପଦ୍ମନାଭ ବେହେରା
ଆଜିର ଖବର

ବରଯାତ୍ରୀ ଗାଡିରେ ନିଆଁ : ତଦନ୍ତ ନିର୍ଦ୍ଦେଶ ଦେଲେ ପଦ୍ମନାଭ ବେହେରା

February 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବ୍ରହ୍ମପୁର :ବ୍ରହ୍ମପୁରରର ଗୋଳନ୍ଥରା ଥାନା ମେଲପତୁରୁ ନିକଟରେ ଏକ ବରଯାତ୍ରୀ ବସ୍‌ରେ 11 କେଭି ତାର ଲାଗି ନିଆଁ ଲାଗିଯାଇଥିବା ଘଟଣାରେ 9 ଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । 30ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ରହିଛନ୍ତି । ସମସ୍ତ ଗୁରୁତର ଯାତ୍ରୀମାନଙ୍କୁ ଏମକେସିଜି ଡାକ୍ତରଖାନାରେ ଚିକିତ୍ସିତ ପାଇଁ ଭର୍ତ୍ତି କରାଯାଇଛି । ସଡକ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଭାବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ଦୁର୍ଘଟଣାର କାରଣ ଜାଣିବା ପାଇଁ ଟ୍ବିଟ୍‌ କରିଛନ୍ତି ଧର୍ମେନ୍ଦ୍ର ।

11kv accident bramhapur
Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026
Latest News

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

Union Budget 2026: ଆପଣ କେଉଁଠାରେ ସିଧା ପ୍ରସାରଣ ଦେଖିପାରିବେ ବଜେଟ୍?

February 1, 2026

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.