Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ବସ୍‌ ଦୁର୍ଘଟଣା : 2 ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଗଞ୍ଜାମ ବସ୍‌ ଦୁର୍ଘଟଣା : 2 ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

February 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ବ୍ରହ୍ମପୁରରର ଗୋଳନ୍ଥରା ଥାନା ମେଲପତୁରୁ ନିକଟରେ ଏକ ବରଯାତ୍ରୀ ବସ୍‌ରେ 11 କେଭି ତାର ଲାଗି ନିଆଁ ଲାଗିଯାଇଥିବା ଘଟଣାରେ 9 ଜଣଙ୍କର ମୃତ୍ୟୁ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଏହା ସହିତ 30 ଜଣ ଆହତଙ୍କୁ ବ୍ରହ୍ମପୁରର ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସମସ୍ତ ଆହତଙ୍କୁ ମାଗଣା ଚିକିତ୍ସା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

11kv accident Ganjam naveenpattnaik
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.