Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ବସ୍‌ ଦୁର୍ଘଟଣା : ମିଳିଲା ମୃତକଙ୍କ ପରିଚୟ
ଆଜିର ଖବର

ଗଞ୍ଜାମ ବସ୍‌ ଦୁର୍ଘଟଣା : ମିଳିଲା ମୃତକଙ୍କ ପରିଚୟ

February 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ବ୍ରହ୍ମପୁରରର ଗୋଳନ୍ଥରା ଥାନା ମେଲପତୁରୁ ନିକଟରେ ଏକ ବରଯାତ୍ରୀ ବସ୍‌ରେ 11 କେଭି ତାର ଲାଗି ନିଆଁ ଲାଗିଯାଇଥିବା ଘଟଣାରେ 9 ଜଣଙ୍କର ମୃତ୍ୟୁ ଘଟିଛି । ପ୍ରାପ୍ତ ସୂଚନା ଅନୁଯାୟୀ 9 ଜଣ ମୃତକଙ୍କ ପରିଚୟ ମିଳିଛି । ମୃତକ ମାନେ ହେଉଛନ୍ତି ବି ଏରେମା ରେଡ୍ଡୀ, ବି ଆଚିଆମ୍ମା ରେଡ୍ଡୀ, କେ ସଂଧ୍ୟା, କାମରାଜୁ ରେଡ୍ଡୀ, ବି ମୋହିନି, ବି ରାମେୟା, ସି,ଏଚ ତୁଳସୀ ଆମ୍ମା, ସନ୍ତୋଷୀନି ସାହୁ ଏବଂ ତନୟା ରେଡ୍ଡୀ । ସମସ୍ତ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ 2 ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଥିବା ବେଳେ ଆହତ ମାନଙ୍କୁ ମାଗଣା ଚିକିତ୍ସା ନେଇ ଘୋଷଣା କରାଯାଇଛି । (ଏଜେନ୍ସି)

accident Ganjam
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.