Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଳିଗଲା ବାଇକ୍‌ : ବର୍ତ୍ତିଗଲେ ଦାଦା-ପୁତୁରା
ଆଜିର ଖବର

ଜଳିଗଲା ବାଇକ୍‌ : ବର୍ତ୍ତିଗଲେ ଦାଦା-ପୁତୁରା

February 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଚାନ୍ଦବାଲି : ଚାନ୍ଦବାଲି ନିକଟରେ ବିଦ୍ୟୁତ ତାର ଛିଣ୍ଡି ପଡ଼ିବାରୁ ଜଳି ଗଲା ବାଇକ୍‌ । ଅଳ୍ପକେ ବର୍ତ୍ତିଯାଇଛନ୍ତି ଦାଦା-ପୁତୁରା, ସାମାନ୍ୟ ଆହତ ହୋଇଛନ୍ତି । ଧାମରା ଥାନା ଗୁଆଁଳ ନିକଟରେ ଏହି ଦୁର୍ଘଟଣା ଘଟିଛି । ନିକଟସ୍ଥ ବଜାରକୁ ଯାଉଥିବାବେଳେ ବିଦ୍ୟୁତ ଖୁଣ୍ଟରୁ ଛିଣ୍ଡି ପଡିଥିଲା ତାର । ଗତକାଲି ବ୍ରହ୍ମପୁରରେ ବସରେ ୧୧କେଭି ତାର ଲାଗି ବସ୍‌ଟି ଜଳିଯାଇଥିବାବେଳେ 10 ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ 35ରୁ ଉର୍ଦ୍ଧ୍ଵ ଲୋକ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସାତଜଣ କଟକ ଏସ୍‌ସିବିରେ ଚିକିତ୍ସିତ ହେଉଥିବାବେଳେ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି।

accident
Share. Facebook Twitter LinkedIn Email WhatsApp Copy Link

Related Posts

ଅପେକ୍ଷାର ଅନ୍ତ!: କେରଳମରେ ପହଞ୍ଚିଲା ମୌସୁମୀ

June 4, 2026

ମୌଳିକ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

June 4, 2026

ବଡ଼ ଧରଣର ଜୁଆ ଆଡ୍ଡା ଉପରେ ସଦର ପୋଲିସର ଚଢାଉ

June 4, 2026

ଭାରତରେ ପ୍ରଥମ ଫ୍ଲେକ୍ସ-ଫୁଏଲ ବାଇକ୍ ର ଶୁଭାରମ୍ଭ: ଜାଣନ୍ତୁ ଏହାର ବୈଶିଷ୍ଟ୍ୟ

June 4, 2026
Latest News

ଅପେକ୍ଷାର ଅନ୍ତ!: କେରଳମରେ ପହଞ୍ଚିଲା ମୌସୁମୀ

June 4, 2026

ମୌଳିକ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

June 4, 2026

ବଡ଼ ଧରଣର ଜୁଆ ଆଡ୍ଡା ଉପରେ ସଦର ପୋଲିସର ଚଢାଉ

June 4, 2026

ଭାରତରେ ପ୍ରଥମ ଫ୍ଲେକ୍ସ-ଫୁଏଲ ବାଇକ୍ ର ଶୁଭାରମ୍ଭ: ଜାଣନ୍ତୁ ଏହାର ବୈଶିଷ୍ଟ୍ୟ

June 4, 2026

ଆଜି OTT ପ୍ରିମିୟର ହେବ ‘ଧୁରନ୍ଧର-୨’: ଜାଣନ୍ତୁ କେଉଁ ସମୟରେ ଦେଖିପାରିବେ ଏହି ବଡ ଫିଲ୍ମ

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.