Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂଶୋଧିତ ଏସସି/ଏସଟି ଆଇନ ବିରୋଧରେ ଆବେଦନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ
ଆଜିର ଖବର

ସଂଶୋଧିତ ଏସସି/ଏସଟି ଆଇନ ବିରୋଧରେ ଆବେଦନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ

February 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :  ଅନୁସୂଚିତ ଜାତି ଏବଂ ଜନଜାତି ସଂଶୋଧନ ଆଇନ୍ -2018କୁ ନେଇ ସୁପ୍ରିମ୍‌କୋର୍ଟଙ୍କ ତରଫରୁ କେନ୍ଦ୍ର ସରକାରକୁ ବଡ ଆଶ୍ବସ୍ତି ମିଳିଛି ।  ସଂଶୋଧିତ ଏସ୍‌ସି/ଏସ୍‌ଟି ଆଇନର ସାମ୍ବିଧାନିକ ବୈଧତାକୁ କାଏମ ରଖିଛନ୍ତି ସୁପ୍ରିମ୍‌କୋର୍ଟ । ଜଷ୍ଟିସ୍‌ ଅରୁଣ ମିଶ୍ର, ଜଷ୍ଟିସ୍‌ ବିନୀତ ଶରଣ ଓ ଜଷ୍ଟିସ୍‌ ରବୀନ୍ଦ୍ର ଭଟ୍ଟଙ୍କ ଦ୍ବାରା ଗଠିତ ତିନିଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏହି ଏସ୍‌ସି-ଏସ୍‌ଟି ସଂଶୋଧନ ଆଇନକୁ ଚ୍ୟାଲେଞ୍ଜ ଦେଉଥିବା ଯାଚିକାକୁ ଖାରଜ କରିଛନ୍ତି । ଏବେ ଏସ୍‌ସି-ଏସ୍‌ଟି ସଂଶୋଧନ ଆଇନ୍‌ ଅନୁସାରେ ମାମଲା ରୁଜୁ ହେଲେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ । ମାମଲା ରୁଜୁ ହେବା ପୂର୍ବରୁ ପ୍ରାଥମିକ ଯାଞ୍ଚ ହେବା ଆବଶ୍ୟକ ବୋଲି କୋର୍ଟ କହିଛନ୍ତି । ସୂଚନାଯୋଗ୍ୟ ଯେ, 2018 ମସିହାରେ ସୁପ୍ରିମକୋର୍ଟ ଅନୁସୂଚିତ ଜାତି/ଜନଜାତି ଆଇନ  ଆଧାରରେ ତୁରନ୍ତ ଗିରଫଦାରୀ ଉପରେ ରୋକ୍‌ ଲଗାଇଥିଲେ । (ଏଜେନ୍ସି)

supremecourt
Share. Facebook Twitter LinkedIn Email WhatsApp Copy Link

Related Posts

NEET ପେପର ଲିକ୍ ରୋକିବା ପାଇଁ ବଡ଼ ପଦକ୍ଷେପ: ସେନାକୁ ଦିଆଯିବ କି ପ୍ରଶ୍ନପତ୍ର?

May 28, 2026

ନମ୍ବର ୧ ହେଲେ ବୈଭବ ସୂର୍ଯ୍ୟବଂଶୀ: ଅରେଞ୍ଜ କ୍ୟାପ୍ ପାଇଁ ବିରାଟ କୋହଲିଙ୍କ ସମ୍ଭାବନା କେତେ?

May 28, 2026

ବିଜେପି ସଂଗଠନରେ ବଡ଼ ଧରଣର ଅଦଳବଦଳ: ନିଯୁକ୍ତ ହେଲେ ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି

May 28, 2026

BSNL ର ବଡ଼ ଘୋଷଣା: ମାତ୍ର ୫୧ ଟଙ୍କାରେ ମିଳିବ ୨୮ ଦିନ ପାଇଁ ୨ ଜିବି ଡାଟା ଏବଂ ମାଗଣା କଲିଂ

May 28, 2026
Latest News

NEET ପେପର ଲିକ୍ ରୋକିବା ପାଇଁ ବଡ଼ ପଦକ୍ଷେପ: ସେନାକୁ ଦିଆଯିବ କି ପ୍ରଶ୍ନପତ୍ର?

May 28, 2026

ନମ୍ବର ୧ ହେଲେ ବୈଭବ ସୂର୍ଯ୍ୟବଂଶୀ: ଅରେଞ୍ଜ କ୍ୟାପ୍ ପାଇଁ ବିରାଟ କୋହଲିଙ୍କ ସମ୍ଭାବନା କେତେ?

May 28, 2026

ବିଜେପି ସଂଗଠନରେ ବଡ଼ ଧରଣର ଅଦଳବଦଳ: ନିଯୁକ୍ତ ହେଲେ ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି

May 28, 2026

BSNL ର ବଡ଼ ଘୋଷଣା: ମାତ୍ର ୫୧ ଟଙ୍କାରେ ମିଳିବ ୨୮ ଦିନ ପାଇଁ ୨ ଜିବି ଡାଟା ଏବଂ ମାଗଣା କଲିଂ

May 28, 2026

ଇସ୍ତଫା ଘୋଷଣା କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.