Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ବସ୍‌ ଟ୍ରାଜେଡି : 4 ଯନ୍ତ୍ରୀ ନିଲମ୍ବିତ
ଆଜିର ଖବର

ଗଞ୍ଜାମ ବସ୍‌ ଟ୍ରାଜେଡି : 4 ଯନ୍ତ୍ରୀ ନିଲମ୍ବିତ

February 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଗତକାଲି ଗଞ୍ଜାମଠାରେ ବସ୍‌ରେ 11 କେଭି ତାର ଲାଗି ନିଆଁ ଲାଗି 10 ମୃତ ଘଟଣାକୁ ନେଇ ଲୋକସେବା ଭବନରେ ସମୀକ୍ଷା ବୈଠକ ଚାଲିଥିବାବେଳେ ଦୋଷକୁ ନେଇ ଠେଲାପେଲା ହେଉଥିବାର ଖବର ମିଳିଛି । ପ୍ରାଥମିକ ତଦନ୍ତ ରିପୋର୍ଟର ତର୍ଜମା ବେଳେ ବସ୍‌ ଟ୍ରାଜେଡି ପାଇଁ ବିଭିନ୍ନ ବିଭାଗ ମଧ୍ୟରେ କାଦୁଆ ଫିଙ୍ଗା ଜାରି ରହିଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ଉପରେ ସାଉଥ୍‌କୋ ଦୋଷ ଲଦିଥିବାବେଳେ ଦାୟିତ୍ବରେ ଅବେହଳା ପାଇଁ 4 ଜଣ ଯନ୍ତ୍ରୀଙ୍କୁ ନିଲମ୍ବନ କରାଯାଇଛି । ଗଞ୍ଜାମ ଇଲେକ୍ଟ୍ରିକାଲ୍‌ ଡିଭିଜନ୍‌ ଜେଇ, ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ବିଭାଗର ଜେଇ, ଓ ସହକାରୀ ଯନ୍ତ୍ରୀଙ୍କୁ ସସ୍‌ପେଣ୍ଡ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026
Latest News

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026

ପିଲାଙ୍କ ଅନଲାଇନ୍ ସୁରକ୍ଷା ପାଇଁ କଡ଼ା ପଦକ୍ଷେପ: ୧୬ ବର୍ଷରୁ କମ୍ ବୟସ୍କ ପିଲାଙ୍କ ପାଇଁ ସୋସିଆଲ ମିଡିଆ ନିଷେଧ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.