Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାରର ଗାନ୍ଧୀ ମୈଦାନରେ ବିସ୍ଫୋରଣ : 6 ଆହତ
ଆଜିର ଖବର

ବିହାରର ଗାନ୍ଧୀ ମୈଦାନରେ ବିସ୍ଫୋରଣ : 6 ଆହତ

February 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟନା : ବିହାରର ଗାନ୍ଧୀ ମୈଦାନରେ ଏକ ବିସ୍ଫୋରଣ ଘଟି 6 ଜଣ ଆହତ ହୋଇଛନ୍ତି । ଏହି ବିସ୍ଫୋରଣରେ ଆହତଙ୍କ ମଧ୍ୟରେ ତିନି ଜଣ ମହିଳା ଏବଂ ଦୁଇ ଜଣ ଶିଶୁ ରହିଥିବା ଜଣାପଡିଛି । ବିହାରର ରାଜଧାନୀ ପାଟନାସ୍ଥିତ ଗାନ୍ଧୀ ମୈଦାନରେ ସୋମବାର ଏହି ବିସ୍ଫୋରଣ ଘଟିଥିଲା । ସମସ୍ତ ଆହତଙ୍କୁ ପାଟନା ସ୍ଥିତ ମେଡିକାଲ୍‌ କଲେଜ୍‌ ଏବଂ ହସ୍ପିଟାଲ୍‌ରେ ସମସ୍ତ 6 ଜଣ ଆହତଙ୍କୁ ଭର୍ତ୍ତି କରାଯାଇଛି । ଏହି ବିସ୍ଫୋରଣର ପ୍ରଭାବ ଏତେ ଭୟଙ୍କର ରହିଥିଲା ଯେ ମୈଦାନ ନିକଟସ୍ଥ ଦୁଇଟି ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ତଦନ୍ତ ଜାରି ରହିଛି । (ଏଜେନ୍ସି)

bihar Patna
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.