Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଦୋନ୍ନତିରେ ଆରକ୍ଷଣକୁ ବିରୋଧ : ସଂସଦରେ ହଙ୍ଗାମା
ଆଜିର ଖବର

ପଦୋନ୍ନତିରେ ଆରକ୍ଷଣକୁ ବିରୋଧ : ସଂସଦରେ ହଙ୍ଗାମା

February 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ପଦୋନ୍ନତିରେ ଆରକ୍ଷଣକୁ ବିରୋଧ କରି ସର୍ବୋଚ୍ଚ କୋର୍ଟ ପ୍ରଦାନ କରିଥିବା ରାୟକୁ ବିରୋଧ କରି ସଂସଦରେ ହଙ୍ଗାମା ହୋଇଛି । ବିଭିନ୍ନ ବିପକ୍ଷ ଦଳଙ୍କ ସମେତ ଏନ୍‌ଡିଏର ସହଯୋଗୀ ଅପ୍‌ନା ଦଳ ଏବଂ ଏଲ୍‌ଜେପି ପକ୍ଷରୁ ମଧ୍ୟ ବିରୋଧ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ଗତ ସପ୍ତାହରେ ପଦୋନ୍ନତିରେ ଆରକ୍ଷଣ ବ୍ୟବସ୍ଥା ଲାଗୁ ନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଏବଂ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏହି ନିଷ୍ପତ୍ତିକୁ ବିରୋଧ କରିଥିଲେ । ଦେଶରୁ ଆରକ୍ଷଣ ବ୍ୟବସ୍ଥାକୁ କେବେବି ହଟାଯାଇପାରିବ ନାହିଁ ବୋଲି ଉଭୟ ମତ ଦେଇଛନ୍ତି । ଏହା ସହିତ ସହଯୋଗୀ ଦଳ ଅପ୍‌ନା ଦଳର ଅନୁପ୍ରିୟା ପଟେଲ ଏବଂ ଏଲଜେପିର ଚିରାଗ ପାଶ୍ବାନ ଏହାକୁ ବିରୋଧ କରିବା ସହିତ ସରକାରଙ୍କ ହସ୍ତକ୍ଷେପ ଦାବି କରିଛନ୍ତି । (ଏଜେନ୍ସି)

parliament reservation
Share. Facebook Twitter LinkedIn Email WhatsApp Copy Link

Related Posts

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026
Latest News

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026

ଚିଲିକା ମୁହାଣ ଖନନ ପାଇଁ ବିଶ୍ୱ ବ୍ୟାଙ୍କ ପ୍ରଦତ୍ତ ୧୨୫ କୋଟି ଟଙ୍କା କୁଆଡେ ଗଲା : ପ୍ରସାଦ ହରିଚନ୍ଦନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.