Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗରେ ଆପ୍‌ ମଡେଲ୍‌ : 75 ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ନେଇ ଦିଦିଙ୍କ ଘୋଷଣା
ଆଜିର ଖବର

ପଶ୍ଚିମବଙ୍ଗରେ ଆପ୍‌ ମଡେଲ୍‌ : 75 ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ନେଇ ଦିଦିଙ୍କ ଘୋଷଣା

February 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା : ଅରବିନ୍ଦ କେଜ୍ରିଓ୍ବାଲଙ୍କ ମାଗଣା ବିଦ୍ୟୁତ୍‌ ଯୋଜନାକୁ ଆପଣେଇଛନ୍ତି ମମତା ବାନାର୍ଜୀ । ପଶ୍ଚିମବଙ୍ଗରେ ଏଣିକି 75 ୟୁନିଟ୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌ ମାଗଣା ମିଳିବା ନେଇ ଘୋଷଣା କରିଛନ୍ତି ମମତା ବାନାର୍ଜୀ । ସୋମବାର ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଅମିତ ମିତ୍ର ଏହି ଘୋଷଣା କରିଛନ୍ତି । ଏହା ସହିତ ଅନୁସୂଚିତ ବର୍ଗର ବ୍ୟକ୍ତି ଏବଂ 60 ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କୁ ମାସିକ 1000 ଟଙ୍କାର ଭତ୍ତା ଘୋଷଣା କରିଛନ୍ତି ସରକାର । ଅନୁସୂଚିତ ଜନଜାତି ବର୍ଗ ନିମନ୍ତେ ସରକାର ବନ୍ଧୁ ପ୍ରକଳ୍ପ ଏବଂ ଜୟ ଜୋହର ନାମକ ଦୁଇଟି ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି । ନୂତନ ଗୃହ ନିର୍ମାଣ ନିମନ୍ତେ 500 କୋଟି ମଞ୍ଜୁର କରାଯାଇଥିବା ବେଳେ ଚା କାରଖାନାରେ କାମ କରୁଥିବା ଶ୍ରମିକ ମାନଙ୍କ ଉନ୍ନତି ପାଇଁ 200 କୋଟି ଟଙ୍କା ମଞ୍ଜୁର କରାଯାଇଛି । (ଏଜେନ୍ସି)

mamtabanarjee
Share. Facebook Twitter LinkedIn Email WhatsApp Copy Link

Related Posts

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026
Latest News

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.