Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା: ୧୬ ଆହତ
ଆଜିର ଖବର

ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା: ୧୬ ଆହତ

February 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଅନୁଗୋଳରୁ ସମ୍ବଲପୁର ଯାଉଥିବା ଗରୁଡ ବସ୍ ସହ ସମ୍ବଲପୁରରୁ କଟକ ଆସୁଥିବା ଡାଲି ବୋଝଇ ଟ୍ରକ୍ ସହ ମୁହାଁ ମୁହିଁ ଧକ୍କା ହେବାଫଳରେ ୧୦ ଜଣ ଆହତ ହୋଇଥିବା ଖବର ହସ୍ତଗତ ହୋଇଛି।

ପ୍ରକାଶ ଯେ, ଗତକାଲି ୬ ଘ. ସମୟରେ ଅନୁଗୋଳରୁ ସମ୍ବଲପୁର ଯାଉଥିବା ଯାତ୍ରୀବାହୀ ଗରୁଡ ବସ୍ ମୋଚିବାହାଳ ନିକଟରେ ସମ୍ବଲପୁରରୁ କଟକ ଅଭିମୁଖେ ଆସୁଥିବା ଡାଲି ବୋଝେଇ ଟ୍ରକ ସହ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ବସ୍ ଯାତ୍ରୀ ୧୬ ଜଣ ହୋଇଛନ୍ତି। ୧୦ ଜଣ ଆହତଙ୍କୁ ୨ ଟି ଆମ୍ବୁଲାନସରେ ବୁର୍ଲା ଡାକ୍ତରଖାନାକୁ ପଠାଯାଇଥିବା ବେଳେ ୩ ଜଣଙ୍କୁ ଚାରମାଳ ଏବଂ ଆଉ ୩ ଜଣଙ୍କୁ ରେଢାଖୋଲ ଡାକ୍ତରଖାନାକୁ ପଠାଯାଇଛି ବୋଲି ଚାରମାଳ ପୋଲିସ୍ ସୂତ୍ରରୁ ପ୍ରକାଶ।

accident
Share. Facebook Twitter LinkedIn Email WhatsApp Copy Link

Related Posts

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026
Latest News

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.