Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ୍‌ ଗଣତି ଜାରି : ଆପ୍‌ ଆଗୁଆ
ଆଜିର ଖବର

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ୍‌ ଗଣତି ଜାରି : ଆପ୍‌ ଆଗୁଆ

February 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସତୁରୀ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ଭୋଟ୍‌ ଗଣତି ଜାରି ରହିଛି। ତେବେ ଆରମ୍ଭରୁ ଆପ୍‌ ଆଗୁଆ ରହିଥିବାର ସୂଚନା ମିଳିଛି । ଚଳିତ ବିଧାନସଭା ନିର୍ବାଚନରେ ମୋଟ 672 ଜଣ ପ୍ରାର୍ଥୀ ରହିଥିବାବେଳେ ଏଥିରେ 593ଜଣ ପୁରୁଷ ଓ 79ଜଣ ମହିଳା ରହିଛନ୍ତି। ମୁଖ୍ୟ ରୂପରେ ଏଠାରେ ଆପ୍‌ ଓ ବିଜେପି ସହିତ ଲଢେଇ ଚାଲିଛି। ତେବେ ମିଳିଥିବା ସୂଚନା ଅନୁସାରେ ଆପ୍‌ 39ଟି ଆସନରେ ଆଗୁଆ ରହିଥିବାବେଳେ ବିଜେପି 12ଟି ଓ କଂଗ୍ରେସ 2ଟି ଆସନରେ ଆଗୁଆ ରହିଛି । ସେହିପରି ଆପ୍‌ର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲ ଓ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଆଗୁଆ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନବଦୁର୍ଗାର ନବମ ରୂପ ମା’ ସିଦ୍ଧିଦାତ୍ରୀ: ମାତାଙ୍କ ଠାରୁ ଶିଖନ୍ତୁ ବିନିଯୋଗର ଏହି ବିଶେଷ ଗୁଣ

September 30, 2025

ବିସିସିଆଇର କଡା ଆଭିମୁଖ୍ୟ: ପିସିବି ମୁଖ୍ୟଙ୍କ ବଢିପାରେ ସମସ୍ୟା

September 30, 2025

ମହାଅଷ୍ଟମୀ-ନବମୀରେ କରନ୍ତୁ ଯଜ୍ଞ, ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

September 30, 2025

ଅକ୍ଟୋବର ୧ ରୁ ୩ ଯାଏଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ 

September 30, 2025
Latest News

ନବଦୁର୍ଗାର ନବମ ରୂପ ମା’ ସିଦ୍ଧିଦାତ୍ରୀ: ମାତାଙ୍କ ଠାରୁ ଶିଖନ୍ତୁ ବିନିଯୋଗର ଏହି ବିଶେଷ ଗୁଣ

September 30, 2025

ବିସିସିଆଇର କଡା ଆଭିମୁଖ୍ୟ: ପିସିବି ମୁଖ୍ୟଙ୍କ ବଢିପାରେ ସମସ୍ୟା

September 30, 2025

ମହାଅଷ୍ଟମୀ-ନବମୀରେ କରନ୍ତୁ ଯଜ୍ଞ, ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

September 30, 2025

ଅକ୍ଟୋବର ୧ ରୁ ୩ ଯାଏଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ 

September 30, 2025

Durga Puja 2025: ଆର୍ବିଭାବ ହେଲେ ମା ଦୁର୍ଗା, ଚାରିଆଡେ ଉତ୍ସବର ମାହୋଲ

September 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.