Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋକୋମୁଣ୍ଡଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଫଟୋ ଷ୍ଟୁଡିଓ ମାଲିକ ମୃତ, ଝିଅ ଗୁରୁତର
ଆଜିର ଖବର

କୋକୋମୁଣ୍ଡଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଫଟୋ ଷ୍ଟୁଡିଓ ମାଲିକ ମୃତ, ଝିଅ ଗୁରୁତର

February 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବବୁଲ ସାହୁ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କୋକୋମୁଣ୍ଡଠାରେ ବାଇକ୍‌ ସହ କାର୍‌ର ସାମ୍ନାସାମ୍ନି ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଜଣକ ହେଉଛନ୍ତି କର୍ଲାମୁଣ୍ଡା ବ୍ଲକର ଜଣେ ଫଟୋ ଷ୍ଟୁଡିଓର ମାଲିକ ମାର୍କଣ୍ଡ ବାଗ୍‌। ୪୩ ବର୍ଷୀୟ ମାର୍କଣ୍ଡ ତାଙ୍କ ଝିଅ ସହ ଗତକାଲି ସନ୍ଧ୍ୟାରେ ବାଇକ୍‌ରେ ଭବାନୀପାଟଣାସ୍ଥିତ ଶୁଶୁର ଘରକୁ ଯାଉଥିବାବେଳେ କୋକୋମୁଣ୍ଡଠାରେ ସଡକ ଦୁର୍ଘଟଣାରେ ସମ୍ମୁଖୀନ ହୋଇଥିଲେ। ବିପରୀତ ଦିଗରୁ ଆସୁଥିବା ଏକ କାର୍‌ ସହିତ ତାଙ୍କ ବାଇକ୍‌ ଧକ୍କା ହେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବାବେଳେ ତାଙ୍କ ଝିଅ ଜଣକ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ଝିଅ ଜଣକ ଡାକ୍ତରଖାନାରେ ଏବେବି ଚିକିତ୍ସାଧୀନ ରହିଛନ୍ତି। ମୃତ ମାର୍କଣ୍ଡ ଜଣେ ମିଷ୍ଟଭାଷୀ କୀର୍ତ୍ତନ ଗାୟକ ଭାବେ ସମଗ୍ର ଅଞ୍ଚଳରେ ବେଶ୍‌ ଲୋକପ୍ରିୟ ଥିବାବେଳେ ତାଙ୍କର ଅକାଳ ମୃତ୍ୟୁ ଯୋଗୁଁ କର୍ଲାମୁଣ୍ଡ ପ୍ରେସ୍‌ କ୍ଲବ ତରଫରୁ ଶୋକ ପାଳନ କରାଯାଇଛି।

 

road accident
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.