Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଡ଼ ପାଇଁ ପ୍ରାଣ ଗଲା : ରାସ୍ତା ଜାମ୍‌ରେ ଆମ୍ବଲାନ୍ସ ଫଶି ଯିବାରୁ ଘଟିଲା ଅଘଟଣ
ଆଜିର ଖବର

ଭିଡ଼ ପାଇଁ ପ୍ରାଣ ଗଲା : ରାସ୍ତା ଜାମ୍‌ରେ ଆମ୍ବଲାନ୍ସ ଫଶି ଯିବାରୁ ଘଟିଲା ଅଘଟଣ

February 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ରାସ୍ତା ଜାମ୍‌ ପାଇଁ ଶିଶୁ ପୁତ୍ରକୁ ଜୀବନ ହରାଇବାକୁ ପଡିଛି । ଆମ୍ବୁଲାନ୍ସ ଭିଡରେ ଫସିବାରୁ ପ୍ରାଣ ହରାଇଲା ଶିଶୁ ପୁତ୍ର । ପାଞ୍ଚ ବର୍ଷର ବାଳକର ପ୍ରବଳ ବାନ୍ତି ହେବାରୁ ମେଡ଼ିକାଲ ଆସିଥିଲା । କ୍ୟାପିଟାଲ୍‌ ହସ୍ପିଟାଲରୁ କଟକ ଏସ୍‌ସିବିକୁ ରେଫର କରିଥିଲେ ଡାକ୍ତର । ପରିବାର ଲୋକେ ଏସସିବି ନନେଇ ଘରୋଇ ହସ୍ପିଟାଲକୁ ଆଣୁଥିଲେ । ପଟିଆ ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲ ଆଣୁଥିଲେ ସମ୍ପର୍କୀୟ । ତେବେ ରାସ୍ତା ଜାମ୍‌ ଯୋଗୁଁ ସହଜରେ ଆସିପାରିନଥିଲା ଆମ୍ବୁଲାନ୍ସ । ରାସ୍ତାର ବିଭିନ୍ନ  ଜାଗାରେ ଜାମ୍‌ ଥିବାରୁ ଆମ୍ବୁଲାନ୍ସ ଫସି ଯାଇଥିଲା ।  ପଟିଆ ଘରୋଇ ହସ୍ପିଟାଲ୍‌ରେ ପହଞ୍ଚିବାକୁ ପ୍ରାୟ 1 ଘଣ୍ଟା ଲାଗିଥିଲା । ବିଳମ୍ବ ଯୋଗୁଁ ରାସ୍ତାରେ ଶିଶୁଟିର ମୃତ୍ୟୁ ଘଟିଥିବା କହିଛନ୍ତି ସମ୍ପର୍କୀୟ । ଆମ୍ବୁଲାନ୍ସ ପାଇଁ ଟ୍ରାଫିକ୍‌ ନିୟମରେ ଅନେକ ପରିବର୍ତ୍ତନ କରାଯାଇଥିଲେ ମଧ୍ୟ ଭିଡରେ ଆମ୍ବୁଲାନ୍ସ ଫଶି ଯିବାରୁ ଏପରି ଏକ ଅଘଟଣ ଘଟିଯାଇଛି ।

ambulance
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.