Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଜାଫରପୁର ଆଶ୍ରୟସ୍ଥଳୀ ଯୌନ ନିର୍ଯାତନା ମାମଲା : ବ୍ରିଜେଶ ଠାକୁରଙ୍କୁ ଆଜୀବନ କାରାଦଣ୍ଡ
ଆଜିର ଖବର

ମୁଜାଫରପୁର ଆଶ୍ରୟସ୍ଥଳୀ ଯୌନ ନିର୍ଯାତନା ମାମଲା : ବ୍ରିଜେଶ ଠାକୁରଙ୍କୁ ଆଜୀବନ କାରାଦଣ୍ଡ

February 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ମୁଜାଫରପୁର ଆଶ୍ରୟସ୍ଥଳୀ ଯୌନ ନିର୍ଯାତନା ମାମଲାରେ ମୁଖ୍ୟ ଅଭିଯୁକ୍ତ ବ୍ରିଜେଶ ଠାକୁରଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି । ମଙ୍ଗଳବାର ଦିଲ୍ଲୀର ଏକ କୋର୍ଟ ବ୍ରିଜେଶଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ବ୍ରିଜେଶ ମହିଳା ଆଶ୍ରୟସ୍ଥଳୀର ଏକାଧିକ ଅନ୍ତେବାସୀଙ୍କୁ ଯୌନ ନିର୍ଯାତନା ପ୍ରଦାନ କରିବା ସହିତ ଆକ୍ରମଣ କରିଥିଲେ । ଜାନୁୟାରୀ 20 ତାରିଖରେ ବ୍ରିଜେଶଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିବା ବେଳେ ମଙ୍ଗଳବାର ଦିନ କୋର୍ଟ ଦଣ୍ଡ ଘୋଷଣା କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ସେଲ୍ଟର ହୋମ୍‌ରେ ଅନ୍ତେବାସୀଙ୍କୁ ନିର୍ଯାତନା ଏବଂ 11 ଜଣ ଛାତ୍ରୀଙ୍କ ହତ୍ୟା ମାମଲାରେ ବ୍ରିଜେଶ ବିରୋଧରେ ମାମଲା ରୁଜୁ କରାଯାଇଥିଲା । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଖରିଫ ୨୦୨୫-୨୬ ଧାନ ସଂଗ୍ରହର ସମୀକ୍ଷା କଲା ଆନ୍ତଃମନ୍ତ୍ରୀସ୍ତରୀୟ କମିଟି

December 24, 2025

ଆଜିର ପଞ୍ଚାଙ୍ଗ: ଆଜିର ତିଥି କଣ, କେଉଁ ଠାକୁରଙ୍କୁ ପୂଜା କଲେ ହେବ ଫଳପ୍ରଦ

December 24, 2025

ବିସ୍ତୃତ ରାଶିଫଳ: ୨୪ ତାରିଖ ବୁଧବାରରେ ପ୍ରଭୁ ଗଣେଶଙ୍କ ଆଶୀର୍ବାଦ ପାଇବେ ସାତଟି ରାଶି

December 24, 2025

ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ

December 23, 2025
Latest News

ଖରିଫ ୨୦୨୫-୨୬ ଧାନ ସଂଗ୍ରହର ସମୀକ୍ଷା କଲା ଆନ୍ତଃମନ୍ତ୍ରୀସ୍ତରୀୟ କମିଟି

December 24, 2025

ଆଜିର ପଞ୍ଚାଙ୍ଗ: ଆଜିର ତିଥି କଣ, କେଉଁ ଠାକୁରଙ୍କୁ ପୂଜା କଲେ ହେବ ଫଳପ୍ରଦ

December 24, 2025

ବିସ୍ତୃତ ରାଶିଫଳ: ୨୪ ତାରିଖ ବୁଧବାରରେ ପ୍ରଭୁ ଗଣେଶଙ୍କ ଆଶୀର୍ବାଦ ପାଇବେ ସାତଟି ରାଶି

December 24, 2025

ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ

December 23, 2025

Republic Day Preparation: ଗଣତନ୍ତ୍ର ଦିବସରେ ପ୍ରଜ୍ଞାପନ ମେଢ ପ୍ରଦର୍ଶନ ନେଇ ବସିଲା ପ୍ରସ୍ତୁତି ବୈଠକ

December 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.