Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଜାଫରପୁର ଆଶ୍ରୟସ୍ଥଳୀ ଯୌନ ନିର୍ଯାତନା ମାମଲା : ବ୍ରିଜେଶ ଠାକୁରଙ୍କୁ ଆଜୀବନ କାରାଦଣ୍ଡ
ଆଜିର ଖବର

ମୁଜାଫରପୁର ଆଶ୍ରୟସ୍ଥଳୀ ଯୌନ ନିର୍ଯାତନା ମାମଲା : ବ୍ରିଜେଶ ଠାକୁରଙ୍କୁ ଆଜୀବନ କାରାଦଣ୍ଡ

February 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ମୁଜାଫରପୁର ଆଶ୍ରୟସ୍ଥଳୀ ଯୌନ ନିର୍ଯାତନା ମାମଲାରେ ମୁଖ୍ୟ ଅଭିଯୁକ୍ତ ବ୍ରିଜେଶ ଠାକୁରଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି । ମଙ୍ଗଳବାର ଦିଲ୍ଲୀର ଏକ କୋର୍ଟ ବ୍ରିଜେଶଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ବ୍ରିଜେଶ ମହିଳା ଆଶ୍ରୟସ୍ଥଳୀର ଏକାଧିକ ଅନ୍ତେବାସୀଙ୍କୁ ଯୌନ ନିର୍ଯାତନା ପ୍ରଦାନ କରିବା ସହିତ ଆକ୍ରମଣ କରିଥିଲେ । ଜାନୁୟାରୀ 20 ତାରିଖରେ ବ୍ରିଜେଶଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିବା ବେଳେ ମଙ୍ଗଳବାର ଦିନ କୋର୍ଟ ଦଣ୍ଡ ଘୋଷଣା କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ସେଲ୍ଟର ହୋମ୍‌ରେ ଅନ୍ତେବାସୀଙ୍କୁ ନିର୍ଯାତନା ଏବଂ 11 ଜଣ ଛାତ୍ରୀଙ୍କ ହତ୍ୟା ମାମଲାରେ ବ୍ରିଜେଶ ବିରୋଧରେ ମାମଲା ରୁଜୁ କରାଯାଇଥିଲା । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026
Latest News

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.