Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡିରେ ଯୋଗୀ ଆଦିତ୍ୟନାଥ: ପାକିସ୍ତାନ ଉପରେ ବର୍ଷିଲେ
ଆଜିର ଖବର

କଳାହାଣ୍ଡିରେ ଯୋଗୀ ଆଦିତ୍ୟନାଥ: ପାକିସ୍ତାନ ଉପରେ ବର୍ଷିଲେ

February 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Yogi Adityanath. (File Photo: IANS)

ଓଡ଼ିଶା ଗସ୍ତରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । କଳାହାଣ୍ଡି ଜିଲ୍ଲାର ସଦର ମହକୁମା ଭବାନୀପାଟଣାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ସେ । ଛତିଶଗଡ଼ ରାଜଧାନୀ ରାୟପୁରରୁ ହେଲିକପ୍ଟର ଯୋଗେ କଳାହାଣ୍ଡିରେ ପହଞ୍ଚି କଳାହାଣ୍ଡିର ଆରାଧ୍ୟ ଦେବୀ ମାଆ ମାଣିକେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ବୁଥସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ଯୋଗୀ । ଭାବନୀପାଟଣା ଲାଲ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ବିଜେପି ପକ୍ଷରୁ ଆୟୋଜିତ କର୍ମୀ ସମାବେଶରେ ପ୍ରଥମେ ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏହାପରେ ଦଳୀୟ ସମାବେଶରେ ଅଭିଭାଷଣ ଦେଇ ସେ ପାକିସ୍ତାନ ଉପରେ ବର୍ଷିଥିଲେ । ସେ କହିଥିଲେ, ଆଜି ପାକିସ୍ତାନ ଓ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ଭାରତକୁ ଡରୁଛନ୍ତି । ତେବେ ଆତଙ୍କବାଦ ବିରୋଧରେ ସମସ୍ତେ ମିଳିତ ଭାବେ ଲଢ଼େଇ କରିବା ଦରକାର । ପାକିସ୍ତାନକୁ କଡା ତାଗିଦ କରି ଯୋଗୀ କହିଛନ୍ତି କି, କାଶ୍ମୀରରେ ଭାରତ ବିରୋଧରେ ବନ୍ଧୁକ ଉଠିଲେ ମୃତ୍ୟୁଦଣ୍ଡ ଦିଆଯିବ । ଗୁଳିର ଜବାବ ଗୁଳିରେ ଦିଆଯିବ ବୋଲି ପାକିସ୍ତାନ ଉପରେ ବି ବର୍ଷିଛନ୍ତି ଯୋଗୀ ଆଦିତ୍ୟନାଥ ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026

ଆଜି ICSE ରେଜଲ୍ଟ ପ୍ରକାଶ ପାଇବ

April 30, 2026

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026
Latest News

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026

ଆଜି ICSE ରେଜଲ୍ଟ ପ୍ରକାଶ ପାଇବ

April 30, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଆନ୍ତଃ-ମନ୍ତ୍ରଣାଳୟ ବିବୃତି

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.