Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମ୍ବୁଲାନ୍ସକୁ ପଛରୁ ଧକ୍କା ଦେଲା ଆମ୍ବୁଲାନ୍ସ : 4 ଆହତ
ଆଜିର ଖବର

ଆମ୍ବୁଲାନ୍ସକୁ ପଛରୁ ଧକ୍କା ଦେଲା ଆମ୍ବୁଲାନ୍ସ : 4 ଆହତ

February 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଭଦ୍ରକରେ ଦୁଇ ଆମ୍ବୁଲାନ୍ସ ମଧ୍ୟରେ ଦୁର୍ଘଟଣା ଘଟି 4 ଜଣ ଆହତ ହୋଇଛନ୍ତି । ଭଦ୍ରକ ଟାଉନ ଥାନା ଡାହାଣିଗଡ଼ିଆ ନିକଟରେ ଏକ ଆମ୍ବୁଲାନ୍ସ ଅନ୍ୟ ଏକ ଆମ୍ବୁଲାନ୍ସକୁ ପଛରୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣା 4 ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣାର କାରଣ ଅସ୍ପଷ୍ଟ ଥିବା ବେଳେ ଘନ କୁହୁଡି କାରଣରୁ ଦୁର୍ଘଟଣା ଘଟିଥିବା ଆଶଙ୍କା କରାଯାଉଛି ।

accident ambulance bhadrak
Share. Facebook Twitter LinkedIn Email WhatsApp Copy Link

Related Posts

କୋବା ତିର୍ଥଠାରେ ‘ସମ୍ରାଟ ସମ୍ପ୍ରତି’ ସଂଗ୍ରହାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 31, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026
Latest News

କୋବା ତିର୍ଥଠାରେ ‘ସମ୍ରାଟ ସମ୍ପ୍ରତି’ ସଂଗ୍ରହାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 31, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.