Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଦ୍ରକରେ ଅଗ୍ନିକାଣ୍ଡ : ମହିଳା ଜୀବନ୍ତ ଦଗ୍ଧ
ଆଜିର ଖବର

ଭଦ୍ରକରେ ଅଗ୍ନିକାଣ୍ଡ : ମହିଳା ଜୀବନ୍ତ ଦଗ୍ଧ

February 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଭଦ୍ରକରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚ ବଖରା ଘର ଜଳିଯାଇଥିବା ବେଳେ ଜଳେ ମହିଳା ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭଦ୍ରକର ସେରପୁରରେ ଘଟିଥିବା ଏହି ଅଗ୍ନିକାଣ୍ଡରେ ସରୋଜିନୀ ପରିଡା ନାମ୍ନୀ ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଛନ୍ତି । ଅଗ୍ନିଶମ ବିଭାଗକୁ ଖବର ଦିଆଯିବା ପରେ ପହଞ୍ଚି ନିଆଁକୁ ଆୟତ କରାଯାଇଥିଲେ ମଧ୍ୟ 5 ବଖରା ଘର ସମ୍ପୂର୍ଣ୍ଣ ପାଉଁଶ ହୋଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିଲେ ମଧ୍ୟ ବିଦ୍ୟୁତ୍‌ ସର୍ଟସର୍କିଟ୍‌ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଇଛି । ମୃତ ମହିଳାଙ୍କ ସ୍ବାମୀ ଗୁରୁତର ରହିଛନ୍ତି ।

bhadrak fireaccident
Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026
Latest News

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.