Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»2 କୋଟି ଟଙ୍କା ମୂଲ୍ୟର ବିରଳ ସାପ ଜବତ : 3 ଗିରଫ
ଆଜିର ଖବର

2 କୋଟି ଟଙ୍କା ମୂଲ୍ୟର ବିରଳ ସାପ ଜବତ : 3 ଗିରଫ

February 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : 2 କୋଟି ଟଙ୍କାର ବିରଳ ସାପ ଜବତ କରାଯିବା ସହିତ ତିନି ଜଣଙ୍କୁ ଗିରଫ କରାଯାଇଛି । ଉତ୍ତର ପ୍ରଦେଶର ଲକ୍ଷ୍ମୀପୁରରେ ଏହି ବିରଳ ସାପ ଜବତ କରାଯାଇଛି । ରେଡ୍‌ ସାଣ୍ଡ ବୋଆ ପ୍ରଜାତିର ଏହି ବିରଳ ସାପ ସହିତ ତିନି ଜଣଙ୍କୁ ଗିରଫ କରାଯାଇଛି । ଗିରଫଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏହି ଦଳର ଅନ୍ୟ ଜଣେ ସଦସ୍ୟ ଫେରାର ହୋଇଛନ୍ତି । ଗିରଫ ତିନି ଜଣ ହେଉଛନ୍ତି କିରଣ ଦେବୀ, ମିହିଲାଲ ପାଶୀ ଏବଂ ଜଗତପାଲ । ମଙ୍ଗଳବାର ଦିନ ନହ୍ନୁପୂର୍ବାରେ ଲକ୍ଷ୍ମୀପୁର ପୋଲିସ୍‌ ପକ୍ଷରୁ ଚଢାଉ କରାଯାଇଥିଲା । ଏହି ସାପକୁ ବିଭିନ୍ନ ଔଷଧ ନିର୍ମାଣରେ ବ୍ୟବହାର କରାଯାଇଥାଏ । ଏହା ସହିତ ଭାଗ୍ୟୋଦୟ ପାଇଁ ଏହି ବିରଳ ସାପକୁ ଲୋକ କିଣୁଥିବାରୁ ଏହାର ମୂଲ୍ୟ ଅନ୍ତର୍ଜାତୀୟ ବଜାରରେ ଅଧିକ ରହିଥାଏ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026
Latest News

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.