Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»2 କୋଟି ଟଙ୍କା ମୂଲ୍ୟର ବିରଳ ସାପ ଜବତ : 3 ଗିରଫ
ଆଜିର ଖବର

2 କୋଟି ଟଙ୍କା ମୂଲ୍ୟର ବିରଳ ସାପ ଜବତ : 3 ଗିରଫ

February 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : 2 କୋଟି ଟଙ୍କାର ବିରଳ ସାପ ଜବତ କରାଯିବା ସହିତ ତିନି ଜଣଙ୍କୁ ଗିରଫ କରାଯାଇଛି । ଉତ୍ତର ପ୍ରଦେଶର ଲକ୍ଷ୍ମୀପୁରରେ ଏହି ବିରଳ ସାପ ଜବତ କରାଯାଇଛି । ରେଡ୍‌ ସାଣ୍ଡ ବୋଆ ପ୍ରଜାତିର ଏହି ବିରଳ ସାପ ସହିତ ତିନି ଜଣଙ୍କୁ ଗିରଫ କରାଯାଇଛି । ଗିରଫଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏହି ଦଳର ଅନ୍ୟ ଜଣେ ସଦସ୍ୟ ଫେରାର ହୋଇଛନ୍ତି । ଗିରଫ ତିନି ଜଣ ହେଉଛନ୍ତି କିରଣ ଦେବୀ, ମିହିଲାଲ ପାଶୀ ଏବଂ ଜଗତପାଲ । ମଙ୍ଗଳବାର ଦିନ ନହ୍ନୁପୂର୍ବାରେ ଲକ୍ଷ୍ମୀପୁର ପୋଲିସ୍‌ ପକ୍ଷରୁ ଚଢାଉ କରାଯାଇଥିଲା । ଏହି ସାପକୁ ବିଭିନ୍ନ ଔଷଧ ନିର୍ମାଣରେ ବ୍ୟବହାର କରାଯାଇଥାଏ । ଏହା ସହିତ ଭାଗ୍ୟୋଦୟ ପାଇଁ ଏହି ବିରଳ ସାପକୁ ଲୋକ କିଣୁଥିବାରୁ ଏହାର ମୂଲ୍ୟ ଅନ୍ତର୍ଜାତୀୟ ବଜାରରେ ଅଧିକ ରହିଥାଏ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

“ଆମେ ପ୍ରବଳ ଅନ୍ତର୍ଜାତୀୟ ଚାପରେ ଥିଲୁ”: ମୁମ୍ବାଇ ଆକ୍ରମଣ ଉପରେ ଚିଦାମ୍ବରମଙ୍କ ବଡ଼ ଖୁଲାସା

September 30, 2025

ଆଜି ମହିଳା ବିଶ୍ଵକପ: ଉଦଘାଟନୀ ମ୍ୟାଚରେ ଭାରତ-ଶ୍ରୀଲଙ୍କା ମୁହାଁମୁହିଁ, ଜାଣନ୍ତୁ କେମିତି ଦେଖିବେ ମ୍ୟାଚ?

September 30, 2025

ଇଣ୍ଡିଗୋ ବିମାନକୁ ବୋମା ଧମକ, ବିମାନବନ୍ଦରକୁ ଜରୁରୀକାଳୀନ ସତର୍କତା ଜାରି

September 30, 2025

ଛଟ୍ ପୂଜା ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କଲେ ଏକ ବଡ ଘୋଷଣା

September 30, 2025
Latest News

“ଆମେ ପ୍ରବଳ ଅନ୍ତର୍ଜାତୀୟ ଚାପରେ ଥିଲୁ”: ମୁମ୍ବାଇ ଆକ୍ରମଣ ଉପରେ ଚିଦାମ୍ବରମଙ୍କ ବଡ଼ ଖୁଲାସା

September 30, 2025

ଆଜି ମହିଳା ବିଶ୍ଵକପ: ଉଦଘାଟନୀ ମ୍ୟାଚରେ ଭାରତ-ଶ୍ରୀଲଙ୍କା ମୁହାଁମୁହିଁ, ଜାଣନ୍ତୁ କେମିତି ଦେଖିବେ ମ୍ୟାଚ?

September 30, 2025

ଇଣ୍ଡିଗୋ ବିମାନକୁ ବୋମା ଧମକ, ବିମାନବନ୍ଦରକୁ ଜରୁରୀକାଳୀନ ସତର୍କତା ଜାରି

September 30, 2025

ଛଟ୍ ପୂଜା ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କଲେ ଏକ ବଡ ଘୋଷଣା

September 30, 2025

ଗାଜା ଶାନ୍ତି ଚୁକ୍ତି ସମ୍ପର୍କରେ ଟ୍ରମ୍ପଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମର୍ଥନ, ଯୁଦ୍ଧ ରୋକିବାକୁ କଲେ ନିବେଦନ

September 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.