Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫେବୃୟାରୀ 16 ତାରିଖରେ ରାମଲୀଲା ମୈଦାନରେ ଶପଥ ଗ୍ରହଣ କରିବେ କେଜ୍ରିଓ୍ବାଲ
ଆଜିର ଖବର

ଫେବୃୟାରୀ 16 ତାରିଖରେ ରାମଲୀଲା ମୈଦାନରେ ଶପଥ ଗ୍ରହଣ କରିବେ କେଜ୍ରିଓ୍ବାଲ

February 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀର ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଆସନ୍ତା ଫେବୃୟାରୀ 16 ତାରିଖରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ପୂର୍ବ ଦୁଇଥର ଭଳି କେଜ୍ରିଓ୍ବାଲ ରମଲୀଲା ମୈଦାନରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆପ୍‌ ଏକପାଖିଆ ଭାବରେ 62 ଆସନରେ ବିଜୟୀ ହୋଇଥିଲା । ଉପ ରାଜ୍ୟପାଳ ଅନୀଲ ବୈଜଲଙ୍କୁ ଭେଟିବା ସହିତ ଆଜି ବିଧାୟକ ଦଳର ସଦସ୍ୟଙ୍କୁ ଭେଟିବାକୁ ଯାଉଛନ୍ତି । (ଏଜେନ୍ସି)

aap kejriwal
Share. Facebook Twitter LinkedIn Email WhatsApp Copy Link

Related Posts

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026
Latest News

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.