Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଷଷ୍ଠ ଥର ପାଇଁ ମହଙ୍ଗା ହେଲା ଏଲ୍‌ପିଜି
ଆଜିର ଖବର

ଷଷ୍ଠ ଥର ପାଇଁ ମହଙ୍ଗା ହେଲା ଏଲ୍‌ପିଜି

February 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଲପିଜି
ଯୁଦ୍ଧବିରତି ପରେ ଶେଷ ହେବ କି LPG ଚିନ୍ତା, ଜାଣନ୍ତୁ କ'ଣ ଖିଲେ ସରକାର?

ନୂଆଦିଲ୍ଲୀ : ଅଣ ସବ୍‌ସିଡି ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ଘଟିଛି । ବୁଧବାର ଦିନ ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି । ବିଗତ 6 ମାସ ମଧ୍ୟରେ ଷଷ୍ଠ ଥର ପାଇଁ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରାଯାଇଛି । ଏହି ସମୟରେ ସବ୍‌ସିଡି ଯୁକ୍ତ ସିଲିଣ୍ଡରର ମୂଲ୍ୟ 556 ଟଙ୍କା ରହିଛି । ଇଣ୍ଡିଆନ୍‌ ଅଏଲ୍‌ ଓ୍ବେବ୍‌ସାଇଟ୍‌ରେ ବିଭିନ୍ନ ରାଜ୍ୟରେ ଗ୍ୟାସ୍‌ ଉପରେ ବର୍ଦ୍ଧିତ ମୂଲ୍ୟ ସମ୍ପର୍କରେ ତଥ୍ୟ ଜାରି କରାଯାଇଛି । ଦିଲ୍ଲୀରେ ଗ୍ୟାସ୍‌ର ମୂଲ୍ୟ ସିଲିଣ୍ଡର ପିଛା 144.50 ଟଙ୍କା ବୃଦ୍ଧି ପାଇ 858.50 ପଇସାରେ ପହଞ୍ଚିଛି । କୋଲକାତାରେ ଗ୍ୟାସ୍‌ ସିଲିଣ୍ଡର ଉପରେ 149 ଟଙ୍କା ବୃଦ୍ଧି ପାଇଥିବା ବେଳେ ମୁମ୍ବାଇ ଏବଂ ଚେନ୍ନାଇରେ ଯଥାକ୍ରମେ 145 ଏବଂ 147 ଟଙ୍କା ବୃଦ୍ଧି ପାଇଛି । ଅନ୍ତର୍ଜାତୀୟ ବଜାରରେ ମୂଲ୍ୟ ବୃଦ୍ଧି କାରଣରୁ ଇଣ୍ଡିଆନ୍‌ ଅଏଲ୍‌ ପକ୍ଷରୁ ଗ୍ୟାସ୍‌ ମୂଲ୍ୟ ବୃଦ୍ଧି କରାଯାଇଥିବା ଜଣାପଡିଛି । (ଏଜେନ୍ସି)

LPG ratehike
Share. Facebook Twitter LinkedIn Email WhatsApp Copy Link

Related Posts

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026
Latest News

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.