Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାସ୍ତା ମଝିରେ ଅଟକିଲା ଧାନବୋଝେଇ ଟ୍ରକ୍ : ଗାଡି ଚଳାଚଳ ବାଧାପ୍ରାପ୍ତ
ଆଜିର ଖବର

ରାସ୍ତା ମଝିରେ ଅଟକିଲା ଧାନବୋଝେଇ ଟ୍ରକ୍ : ଗାଡି ଚଳାଚଳ ବାଧାପ୍ରାପ୍ତ

February 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ରେଢ଼ାଖୋଲ ଉପଖଣ୍ଡ ଚାରମାଳରେ ଏକ ଅଣଓସାରିଆ ପୋଲ ନିକଟରେ ଏକ ଧାନ ବୋଝେଇ ଟ୍ରକ୍‌ଟି ଅଟକି ରହିଥିଲା । ଟ୍ରକ୍‌ଟି ବ୍ରେକ୍‌ଡାଉନ୍‌ ହେବା କାରଣରୁ ରାସ୍ତା ଦାଢକୁ ଖସି ପଡିଥିଲା । ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା । ଫଳରେ ଦୀର୍ଘ ସମୟ ଧରି ଉଭୟ ପାର୍ଶ୍ବରେ ହଜାର ହଜାର ଗାଡ଼ି ଅଟକି ରହିଥିଲା । କ୍ରେନ୍ ସାହାଯ୍ୟରେ ପୋଲ ପାଖରୁ ଟ୍ରକଟିକୁ ହଟାଯିବା ପରେ ସ୍ବାଭାବିକ ଗାଡ଼ି ଚଳାଚଳ ହୋଇଥିଲା । ଗଣ୍ଡଗୋଳ ଆଶଙ୍କା ଥିବାରୁ ଚାରମାଳ ଥାନାଧିକାରି ଘଟଣା ସ୍ଥଳକୁ ଯାଇଥିଲେ । କଟକରୁ ସମ୍ବଲପୁର ଯିବାଆସିବା କରୁଥିବା ଗାଡ଼ି ଅଟକି ରହିଥିଲା ।

rairakhol truck
Share. Facebook Twitter LinkedIn Email WhatsApp Copy Link

Related Posts

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ହିମାଳୟ ନିକଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଜିଏଲଓଏଫ୍‌ ଓ ହିମସ୍ଖଳନ ପ୍ରସ୍ତୁତି ସମୀକ୍ଷା

September 3, 2026

ଖୋର୍ଦ୍ଧା ଜିଲ୍ଲା ଶାଖା ନାଟ୍ୟ ନିର୍ଦ୍ଦେଶକ ସଂଘ ଗଠିତ: ସଭାପତି ହେଲେ ବିଭୂକଲ୍ୟାଣ ସାମନ୍ତରାୟ

September 3, 2026
Latest News

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ରେଳ ସୁରକ୍ଷା, ବୈଷୟିକ ଏବଂ ରକ୍ଷଣାବେକ୍ଷଣ ତ୍ରୁଟିର ସଂଶୋଧନ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କ ନିର୍ଦ୍ଦେଶ

September 3, 2026

ହିମାଳୟ ନିକଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଜିଏଲଓଏଫ୍‌ ଓ ହିମସ୍ଖଳନ ପ୍ରସ୍ତୁତି ସମୀକ୍ଷା

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.