Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ବେରେ ଦୁର୍ଘଟଣା : 13 ମୃତ, 31 ଆହତ
ଆଜିର ଖବର

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ବେରେ ଦୁର୍ଘଟଣା : 13 ମୃତ, 31 ଆହତ

February 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଫିରୋଜାବାଦ : ଉତ୍ତରପ୍ରଦେଶର ଫିରୋଜାବାଦରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ 13 ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ 31 ଜଣ ଆହତ ହୋଇଛନ୍ତି । ବୁଧବାର ରାତିରେ ଉତ୍ତର ପ୍ରଦେଶର ଫିରୋଜାବାଦରେ ଏହି ଦୁର୍ଘଟଣା ଘଟିଛି । ଏକ ବସ୍‌ ଏବଂ ଟ୍ରକ୍‌ ମଧ୍ୟରେ ଦୁର୍ଘଟଣା ଘଟିବାରୁ ଏହି ପ୍ରାଣହାନି ଘଟିଛି । ସମସ୍ତ ଆହତ ମାନଙ୍କୁ ସ୍ଥାନୀୟୂ ଶେଫାଳୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଜିଲ୍ଲାପାଳଙ୍କୁ ମାମଲାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଆହତ ମାନଙ୍କର ମାଗଣା ଚିକିତ୍ସା ପାଇଁ ମଧ୍ୟ ଯୋଗୀ ନିର୍ଦ୍ଦେଶ ଦେଇଛନ୍ତି ।

agra expressway up
Share. Facebook Twitter LinkedIn Email WhatsApp Copy Link

Related Posts

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026
Latest News

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.