Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା କାଲିଠୁ ବଜେଟ ଅଧିବେଶନ : କେନ୍ଦ୍ରୀୟ ଅନୁଦାନ କମିବା ନେଇ ଆଲୋଚନା
ଆଜିର ଖବର

ଆସନ୍ତା କାଲିଠୁ ବଜେଟ ଅଧିବେଶନ : କେନ୍ଦ୍ରୀୟ ଅନୁଦାନ କମିବା ନେଇ ଆଲୋଚନା

February 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଆସନ୍ତାକାଲି ଠାରୁ ଓଡିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଇଛି । ଶୁକ୍ରବାର ଠାରୁ ଏହି ଅଧିବେଶନ ଆରମ୍ଭ ହେବାକୁ ଯାଉଥିବା ବେଳେ 18 ତାରିଖରେ ବଜେଟ ଉପସ୍ଥାପନ କରାଯିବ । ଚଳିତ ବିଧାନସଭାରେ 31ଟି କାର୍ଯ୍ୟଦିବସ ରହିଥିବା ବେଳେ 2ଟି ପର୍ଯ୍ୟାୟରେ ଏହି ଅଧିବେଶନ ସମାପ୍ତ ହେବ । ବଜେଟ୍‌ ଉପରେ 14 ଦିନ ଆଲୋଚନା କରାଯିବ । ରାଜ୍ୟପାଳଙ୍କ ଅଭିଭାଷଣ ପରେ ଆସନ୍ତା କାଲିର ଅଧିବେଶନ ଆରମ୍ଭ ହେବ । ଅଧିବେଶନରେ କେନ୍ଦ୍ରୀୟ ଅନୁଦାନ କମିବା, ଜନଗଣନାରେ ପଛୁଆବର୍ଗକୁ ସାମିଲ ପାଇଁ ଆଲୋଚନା ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ସୂଚନା ଦେଇଛନ୍ତି ।

budget
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026

“ମୋର ଓଜନ ହ୍ରାସ ପାଇଛି…”: IND vs PAK ମ୍ୟାଚ୍ ପୂର୍ବରୁ ନିଜ ସ୍ୱାସ୍ଥ୍ୟ ସୂଚନା ଦେଲେ ଅଭିଷେକ ଶର୍ମା

February 13, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026

ଆଜି କେତେ କମିଲା ସୁନା ଦର: ଜାଣନ୍ତୁ ରୂପା ମୂଲ୍ୟ

February 13, 2026
Latest News

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026

“ମୋର ଓଜନ ହ୍ରାସ ପାଇଛି…”: IND vs PAK ମ୍ୟାଚ୍ ପୂର୍ବରୁ ନିଜ ସ୍ୱାସ୍ଥ୍ୟ ସୂଚନା ଦେଲେ ଅଭିଷେକ ଶର୍ମା

February 13, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026

ଆଜି କେତେ କମିଲା ସୁନା ଦର: ଜାଣନ୍ତୁ ରୂପା ମୂଲ୍ୟ

February 13, 2026

ପାକିସ୍ତାନକୁ ଝଟକା: ରୁଷ ସହ ୧୦,୦୦୦ କୋଟିର ଚୁକ୍ତି, ୨୮୮ଟି କ୍ଷେପଣାସ୍ତ୍ର କିଣିବ ଭାରତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.