Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଲଓ୍ବାମା ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ଓ ଶାହା : ଉନ୍ମୋଚନ ହେବ ଶହୀଦ ସ୍ତମ୍ଭ
ଆଜିର ଖବର

ପୁଲଓ୍ବାମା ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ଓ ଶାହା : ଉନ୍ମୋଚନ ହେବ ଶହୀଦ ସ୍ତମ୍ଭ

February 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ପୁଲଓ୍ବାମା ଆକ୍ରମଣକୁ ଏକ ବର୍ଷ ପୁରୁଥିବା ବେଳେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ । ଉଭୟ ରାଜନାଥ ସିଂ ଏବଂ ଅମିତ ଶାହା ଟ୍ବିଟ୍ଟର ଜରିଆରେ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ପୁଲଓ୍ବାମାର ଲେଥପୋରା କ୍ୟାମ୍ପରେ ଏକ ଶହୀଦ ସ୍ତମ୍ଭର ମଧ୍ୟ ଉନ୍ମୋଚନ କରାଯିବ । ଏହି ସ୍ତମ୍ଭରେ 40 ଜଣ ଶହୀଦ ଯବାନଙ୍କ ନାମ ଏବଂ ଫଟୋ ରହିବ । ଦେଶର ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନର ଏହା ଏକ ପ୍ରୟାସ ବୋଲି ସିଆରପିଏଫ୍‌ର ଉପ ମୁଖ୍ୟ ଜୁଲଫିକର ହସନ୍‌ ପ୍ରକାଶ କରିଛନ୍ତି । ଭାରତ ମାତାର ସୁରକ୍ଷା ଏବଂ ଅଖଣ୍ଡତା ପ୍ରୟାସରେ ପ୍ରାଣ ହରାଇଥିବା ଶହୀଦ ଯବାନ ମାନଙ୍କୁ ମୋର ଶ୍ରଦ୍ଧାଞ୍ଜଳି ବୋଲି ଶାହା ଟ୍ବିଟ୍‌ କରିଛନ୍ତି । ଆତଙ୍କବାଦ ବିରୋଧରେ ସମ୍ପୂର୍ଣ୍ଣ ଦେଶ ଏକ ହୋଇ ଛିଡା ହୋଇଛି ଏବଂ 2019ରେ ଶହୀଦ ହୋଇଥିବା ସିଆରପିଏଫ୍‌ ଯବାନଙ୍କୁ ମୋର ଶ୍ରଦ୍ଧାଞ୍ଜଳି ବୋଲି ରାଜନାଥ ଟ୍ବିଟ୍‌ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, 2019 ଫେବୃୟାର 14 ତାରିଖ ଅପରାହ୍ନ 3ଟା ସମୟରେ ଜୈସ୍‌ ଏ ମହମ୍ମଦର ଆତ୍ମଘାତୀ ଆକ୍ରମଣରେ 40 ଯବାନ ପ୍ରାଣ ହରାଇଥିଲେ ।

amitshah pulwama rajnathsingh
Share. Facebook Twitter LinkedIn Email WhatsApp Copy Link

Related Posts

ମଦ ଦୋକାନ ଖୋଲିବନି, ଡ୍ରଗ୍ସ ମାଫିଆଙ୍କୁ ଛାଡ଼ ନାହିଁ: ମୋହନ ସରକାରଙ୍କ ବଡ଼ ଘୋଷଣା

October 5, 2026

UPIକୁ ବଡ଼ ଝଟକା! ୧୦ ଅକ୍ଟୋବରରୁ ପେମେଣ୍ଟ ନେବନି ଏହି କମ୍ପାନୀ, ୦.୪% MDRକୁ ନେଇ ବଢ଼ିଲା ଚିନ୍ତା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

PF ଓ EPS ନେଇ ବଡ଼ ଭୁଲ କରୁଛନ୍ତି କି? ଚାକିରି ବଦଳ ପୂର୍ବରୁ ଜାଣନ୍ତୁ ଏହି ନିୟମ

October 5, 2026
Latest News

ମଦ ଦୋକାନ ଖୋଲିବନି, ଡ୍ରଗ୍ସ ମାଫିଆଙ୍କୁ ଛାଡ଼ ନାହିଁ: ମୋହନ ସରକାରଙ୍କ ବଡ଼ ଘୋଷଣା

October 5, 2026

UPIକୁ ବଡ଼ ଝଟକା! ୧୦ ଅକ୍ଟୋବରରୁ ପେମେଣ୍ଟ ନେବନି ଏହି କମ୍ପାନୀ, ୦.୪% MDRକୁ ନେଇ ବଢ଼ିଲା ଚିନ୍ତା

October 5, 2026

ଘରେ ତିଆରି କରନ୍ତୁ ଭେଣ୍ଡି ହେୟାର୍ ସ୍ପା ଜେଲ୍: ବିନା କେମିକାଲ୍‌ରେ କେଶ ହେବ କେରାଟିନ୍ ପରି କୋମଳ ଓ ସିଧା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.